Revelation 14:12 — Compare Translations
7 translations compared side by side
Odia - 1840
"ଏହାର ଅର୍ଥ ହେଉଛି ଯେ, ପରମେଶ୍ବରଙ୍କର ପବିତ୍ର ଲୋକମାନେ ର୍ଧୈୟ୍ଯବାନ୍ ହୁଅନ୍ତୁ। ସମାନେେ ପରମେଶ୍ବରଙ୍କର ଆଜ୍ଞା ମାନିବା ଓ ଯୀଶୁଙ୍କ ପାଖ ରେ ବିଶ୍ବାସ ରଖୁଥିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଠାରେ ସାଧୁମାନଙ୍କର, ଅର୍ଥାତ୍, ଯେଉଁମାନେ ଈଶ୍ଵରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ଵାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ଈଶ୍ୱରଙ୍କ ଆଜ୍ଞାବହ ଓ ଯୀଶୁଙ୍କ ପ୍ରତି ବିଶ୍ୱସ୍ତ, ଈଶ୍ୱରଙ୍କ ସେହି ଲୋକମାନଙ୍କ ପକ୍ଷରେ ସହିଷ୍ଣୁତା ନିତାନ୍ତ ଆବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର ଅର୍ଥ ହେଉଛି ଯେ, ପରମେଶ୍ୱରଙ୍କର ପବିତ୍ର ଲୋକମାନେ ଧୈର୍ଯ୍ୟବାନ୍ ହୁଅନ୍ତୁ। ସେମାନେ ପରମେଶ୍ୱରଙ୍କର ଆଜ୍ଞା ମାନିବା ଓ ଯୀଶୁଙ୍କ ପାଖରେ ବିଶ୍ୱାସ ରଖୁଥିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଠାରେ ସାଧୁମାନଙ୍କର, ଅର୍ଥାତ୍ ଯେଉଁମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ।
Odia IRV 2017 (ଓଡିଆ ବାଇବେଲ)
ଏଠାରେ ସାଧୁମାନଙ୍କର, ଅର୍ଥାତ୍ ଯେଉଁମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ದೆವಾಚ್ಯಾ ಲೊಕಾಕ್ನಿ ದೆವಾಚ್ಯಾ ಖಾಯ್ದ್ಯಾಕ್ನಿ ಖಾಲ್ತಿ ಹೊವ್ನ್ ಚಲ್ತಲ್ಯಾಕ್ನಿ ಅನಿ ಜೆಜುಕ್ ವಿಶ್ವಾಸುನ್ ಹೊತ್ತ್ಯಾಕ್ನಿ ಸಂಬಾಳುನ್ ಘೆವ್ನ್ ರ್ಹಾವ್ಕ್ ಬಲ್ವುತಾ.