Revelation 14:13 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ଗୋଟିଏ ସ୍ବର ସ୍ବର୍ଗରୁ ଶୁଣିଲି। ସହେି ସ୍ବର କହିଲା, ଏହା ଲେଖିରଖ: ବର୍ତ୍ତମାନଠାରୁ ପ୍ରଭୁଙ୍କଠା ରେ ବିଶ୍ବାସ ରଖି ଯେଉଁମାନେ ମୃତ୍ଯୁବରଣ କରନ୍ତି, ସମାନେେ ଧନ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୁଁ ସ୍ଵର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନନ୍ତର ମୁଁ ଶୁଣିଲି, ସ୍ୱର୍ଗରୁ ଏକ ବାଣୀ ଉଚ୍ଚାରିତ ହେଉଛି: “ଏହି କଥା ଲେଖ: ଯେଉଁମାନେ ଏଣିକି ପ୍ରଭୁଙ୍କ ସେବା କରି ମୃତ୍ୟୁବରଣ କରିବେ, ସେମାନେ ଧନ୍ୟ।” ପୁଣି ମୁଁ ଶୁଣିଲି, ପରମାତ୍ମା କହୁଛନ୍ତି, “ଏହା ନିଶ୍ଚୟ ଘଟିବ। କଠିନ ପରିଶ୍ରମ ସହ ସେବାର ଫଳ ସ୍ୱରୂପ, ସେମାନେ ବିଶ୍ରାମ ଉପଭୋଗ କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଗୋଟିଏ ସ୍ୱର ସ୍ୱର୍ଗରୁ ଶୁଣିଲି। ସେହି ସ୍ୱର କହିଲା, “ଏହା ଲେଖିରଖ: ବର୍ତ୍ତମାନଠାରୁ ପ୍ରଭୁଙ୍କଠାରେ ବିଶ୍ୱାସ ରଖି ଯେଉଁମାନେ ମୃତ୍ୟୁବରଣ କରନ୍ତି, ସେମାନେ ଧନ୍ୟ।” ଆତ୍ମା କହନ୍ତି, “ହଁ, ତାହା ସତ୍ୟ। ସେହି ଲୋକମାନେ ସେମାନଙ୍କର କଠିନ ପରିଶ୍ରମରୁ ବିଶ୍ରାମ ନେବେ କାରଣ ସେମାନେ କରିଥିବା କାମ ସେମାନଙ୍କ ସାଙ୍ଗରେ ଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಸರ್‍ಗಾ ವೈನಾ ಎಕ್ ಅವಾಜ್,“ ಹೆ ಲಿವ್ ಹಿತ್ನಾ ಫಿಡೆ ಧನಿಯಾಚ್ಯಾ ಕಾಮಾತ್ ರಾವ್ನ್ ಮರಲ್ಲೆ ಕವ್ಡೆ ಸುಖಿ!” ಮನ್ತಲೆ ಮಿಯಾ ಆಯಿಕ್ಲೊ, ತನ್ನಾ ಪವಿತ್ರ್ ಆತ್ಮ್ಯಾನ್,“ಹೊಯ್ ಖರೆಚ್ ತೆ! ತೆನಿ ತೆಂಚ್ಯಾ ಮೊಟ್ಯಾ ರಾಬ್ನುಕಿತ್ನಾ ಆರಾಮ್ ಘೆವ್ನ್ ಖುಶಿ ಕರ್‍ತ್ಯಾತ್, ಕಶ್ಯಾಕ್ ಮಟ್ಲ್ಯಾರ್ ತೆಂಚಿ ಬರಿ ಕಾಮಾ ತೆಂಚ್ಯಾ ಬರ್ಯಾ ಕಾಮಾಚೆ ಪ್ರತಿಫಳ್ ತೆಚ್ಯಾ ವಾಂಗ್ಡಾಚ್‍ ಜಾತಾ”. ಮಟ್ಲ್ಯಾನ್.