Revelation 14:18 — Compare Translations
7 translations compared side by side
Odia - 1840
"ତା'ପରେ ଆଉ ଜଣେ ସ୍ବର୍ଗଦୂତ ବଦେୀରୁ ଆସିଲେ। ସହେି ଦୂତଙ୍କର ଅଗ୍ନି ଉପରେ କ୍ଷମତା ଥିଲା। ସେ ଧାରୁଆ ଦାଆ ଧରିଥିବା ଦୂତଙ୍କୁ ଉଚ୍ଚସ୍ବର ରେ ଡ଼ାକି କହିଲେ, ପୃଥିବୀର ଅଙ୍ଗୁର ପନ୍େଥାଗୁଡ଼ିକ ଦାଆ ବ୍ଯବହାର କରି କାଟି ପକାଅ, କାରଣ ଦ୍ରାକ୍ଷା ପାଚିଗଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତାପ୍ରାପ୍ତ; ଯାହାଙ୍କ ହସ୍ତରେ ସୁତୀକ୍ଷ୍ମ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚ ସ୍ଵରରେ ଡାକି କହିଲେ, ତୁମ୍ଭର ସୁତୀକ୍ଷ୍ମ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ତାସବୁ ସଂଗ୍ରହ କର, କାରଣ ସେଥିରେ ଦ୍ରାକ୍ଷାଫଳସବୁ ପରିପକ୍ଵ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ବେଦୀର ଅଗ୍ନି ଦାୟିତ୍ୱରେ ଥିବା ଜଣେ ଦୂତ ଦାଆ ଧରିଥିବା ଦ୍ୱିତୀୟ ଦୂତକୁ ଚିକ୍ରାର କରି କହିଲେ, “ଦାଆ ଲଗାଇ ପୃଥିବୀର ଦ୍ରାକ୍ଷାକ୍ଷେତ୍ରରୁ ଦ୍ରାକ୍ଷାସବୁ କାଟି ପକାଅ; ସେଗୁଡ଼ିକ ପାଚି ଯାଇଛି।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆଉ ଜଣେ ସ୍ୱର୍ଗଦୂତ ବେଦୀରୁ ଆସିଲେ। ସେହି ଦୂତଙ୍କର ଅଗ୍ନି ଉପରେ କ୍ଷମତା ଥିଲା। ସେ ଧାରୁଆ ଦାଆ ଧରିଥିବା ଦୂତଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, “ପୃଥିବୀର ଅଙ୍ଗୁର ପେନ୍ଥାଗୁଡ଼ିକ ଦାଆ ବ୍ୟବହାର କରି କାଟି ପକାଅ, କାରଣ ଦ୍ରାକ୍ଷା ପାଚିଗଲାଣି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପରିପକ୍ୱ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପାଚି ଯାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಅನಿ ಎಕ್ ಆಗಿಚ್ಯಾ ವರ್ತಿ ಅದಿಕಾರ್ ಹೊತ್ತೊ ದೆವ್ದುತಾ ಆಲ್ತಾರಿತ್ನಾ ಭಾಯ್ರ್ ಯೆಲೊ. ತೆನಿ ತ್ಯಾ ಧಾರ್ಲೊ ಇಳೊ ಘೆವ್ನ್ ಹೊತ್ತ್ಯಾ ದೆವ್ದುತಾಕ್,“ತುಜೊ ಧಾರ್ಲೊ ಇಳೊ ವಾಪರ್, ಅನಿ ಜಿಮ್ನಿಚ್ಯಾ ದ್ರಾಕ್ಷಿಚ್ಯಾ ಮಳ್ಯಾತ್ಲ್ಯಾ ದ್ರಾಕ್ಷಿಯಾ ಕಾತರ್, ಕಶ್ಯಾಕ್ ಮಟ್ಲ್ಯಾರ್ ದ್ರಾಕ್ಷಿಯಾ ಪಿಕ್ಲ್ಯಾತ್”, ಮನುನ್ ಬೊಬ್ ಮಾರುನ್ ಸಾಂಗಟ್ಲ್ಯಾನ್,