Revelation 14:19 — Compare Translations

7 translations compared side by side

Odia - 1840
"ତା'ପରେ ସ୍ବର୍ଗଦୂତ ପୃଥିବୀ ଉପରେ ନିଜର ଦାଆ ବୁଲାଇଲେ ଓ ପୃଥିବୀରୁ ଦ୍ରାକ୍ଷାଗୁଡ଼ିକୁ ଏକାଠି କଲେ। ସେ ପରମେଶ୍ବରଙ୍କର କୋରଧ ରୂପ ଦ୍ରାକ୍ଷାପଷୋ କୁଣ୍ଡ ରେ ସଗେୁଡ଼ିକୁ ପକାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିରେ ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ଵରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ତରେ ସେହିସବୁ ନିକ୍ଷେପ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଦୂତ ତାଙ୍କର ଦାଆ ଚଳାଇ ଦ୍ରାକ୍ଷାଲତାଗୁଡ଼କରୁ ଦ୍ରାକ୍ଷା କାଟି ପକାଇଲେ ଏବଂ ସେଗୁଡ଼ିକ ଈଶ୍ୱରଙ୍କ ମହାକ୍ରୋଧର ଦ୍ରାକ୍ଷାପେଷଣ କୁଣ୍ଡରେ ପକାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସ୍ୱର୍ଗଦୂତ ପୃଥିବୀ ଉପରେ ନିଜର ଦାଆ ବୁଲାଇଲେ ଓ ପୃଥିବୀରୁ ଦ୍ରାକ୍ଷାଗୁଡ଼ିକୁ ଏକାଠି କଲେ। ସେ ପରମେଶ୍ୱରଙ୍କର କ୍ରୋଧ ରୂପ ଦ୍ରାକ୍ଷାପେଷା କୁଣ୍ଡରେ ସେଗୁଡ଼ିକୁ ପକାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ବରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହିସବୁ ନିକ୍ଷେପ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ୱରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହି ସବୁ ନିକ୍ଷେପ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ತ್ಯಾ ದೆವಾಚ್ಯಾ ದುತಾನ್ ಅಪ್ನಾಚೊ ಧಾರ್‍ಲೊ ಇಳೊ ಜಿಮ್ನಿ ವರ್ತಿ ಘಾಟ್ಲ್ಯಾನ್, ಅನಿ ಮಳ್ಯಾನಿತ್ಲ್ಯಾ ಸಗ್ಳ್ಯಾ ದ್ರಾಕ್ಷಿಯಾ ಕಾತರ್‍ಲ್ಯಾನ್, ಅನಿ ತೆಂಕಾ ದೆವಾಚ್ಯಾ ಮೊಟ್ಯಾ ರಾಗಾಚ್ಯಾ ವಾಯ್ನ್ ಕರ್ತಲ್ಯಾ ಘಾನ್ಯಾಚ್ಯಾ ಖಡ್ಡ್ಯಾತ್ ಹೊಡಾಂಗ್ಲ್ಯಾನ್.