Revelation 14:20 — Compare Translations

7 translations compared side by side

Odia - 1840
"ନଗର ବାହା ରେ ଦ୍ରାକ୍ଷା ଫଳ ସବୁ ସହେି ଦ୍ରାକ୍ଷାପଷୋ କୁଣ୍ଡ ରେ ଚିପୁଡ଼ା ହେଲା। ସହେି ଦ୍ରାକ୍ଷାକୁଣ୍ଡରୁ ରକ୍ତ ବୋହିଲା। ଏହା ଘୋଡ଼ାମାନଙ୍କ ଲଗାମ ପର୍ୟ୍ଯନ୍ତ ଉପରକୁ ଉଠି 300 କି ଲୋମିଟର ପର୍ୟ୍ଯନ୍ତ ରକ୍ତ ଷୋର୍ତ ହାଇେ ବହିବା ରେ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ତ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ଵମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକଶହ କୋଶ ପର୍ଯ୍ୟନ୍ତ ବ୍ୟାପ୍ତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ନଗର ବାହାରେ ଥିବା ସେହି କୁଣ୍ଡରେ ଦ୍ରାକ୍ଷାଗୁଡ଼ିକ ପେଷାଗଲା ଏବଂ ସେଥିରୁ ତିନି ଶହ କିଲୋମିଟର ଦୀର୍ଘ ଓ ପ୍ରାୟ ଦୁଇ ମିଟର ଉଚ୍ଚର ରକ୍ତର ବନ୍ୟା ଛୁଟିଲା।
Odia Bible ERV 2004 (ପବିତ୍ର ବାଇବଲ)
ନଗର ବାହାରେ ଦ୍ରାକ୍ଷା ଫଳ ସବୁ ସେହି ଦ୍ରାକ୍ଷାପେଷା କୁଣ୍ଡରେ ଚିପୁଡ଼ା ହେଲା। ସେହି ଦ୍ରାକ୍ଷାକୁଣ୍ଡରୁ ରକ୍ତ ବୋହିଲା। ଏହା ଘୋଡ଼ାମାନଙ୍କ ଲଗାମ ପର୍ଯ୍ୟନ୍ତ ଉପରକୁ ଉଠି 300 କିଲୋମିଟର ପର୍ଯ୍ୟନ୍ତ ରକ୍ତ ସ୍ରୋତ ହୋଇ ବହିବାରେ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ ପର୍ଯ୍ୟନ୍ତ ବ୍ୟାପ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ (୩୦୦ କି.ମି.) ପର୍ଯ୍ୟନ୍ତ ବ୍ୟାପ୍ତ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಾರಾಚ್ಯಾ ಭಾಯ್ರ್ ಘಾನ್ಯಾಚ್ಯಾ ಖಡ್ಡ್ಯಾತ್‍ ಘಾಲುನ್ ದ್ರಾಕ್ಷಿಯಾ ಪಿಳುನ್ ಹೊಲ್ಲ್ಯಾ ತನ್ನಾ, ತ್ಯಾ ಘಾನ್ಯಾಚ್ಯಾ ಖಡ್ಡ್ಯಾತ್ನಾ ರಗ್ತಾಚೊ ಹೊವಾರೊ ದೊನ್‍ಸೆ ಮೈಲಾ ದುರ್ ಪರತ್ ಹೊಂವ್ಲೊ, ತೊ ಹೊವಾರೊ ಟಕ್ಕಲ್ಬರ್ ಖೊಲ್ ಹೊತ್ತೊ.