Revelation 14:3 — Compare Translations

7 translations compared side by side

Odia - 1840
"ଏହି ଲୋକମାନେ ସିଂହାସନ ସମ୍ମୁଖ ରେ ଚାରିଜଣ ଜୀବନ୍ତ ପଶୁଙ୍କ ସମ୍ମୁଖ ରେ ଓ ପ୍ରାଚୀନମାନଙ୍କ ସମ୍ମୁଖ ରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କବଳେ 1,44,000 ଜଣ ଲୋକମାନଙ୍କ ଛଡ଼ା କହେି ହେଲେ ଏହି ଗୀତ ଶିଖି ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନ-ମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି ପୃଥିବୀରୁ କ୍ରୀତ ସେହି ଏକ ଲକ୍ଷ ଚୌରାଳିଶ ସହସ୍ର ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଲକ୍ଷେ ଚଉରାଳିଶ ହଜାର ଜଣ ସ୍ୱର୍ଗ-ସିଂହାସନ, ଚାରୋଟି ପ୍ରାଣୀ ଓ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାଗଣଙ୍କ ସମ୍ମୁଖରେ ଠିଆହେଲେ। ସେମାନେ ନୂତନ ଗୀତ ଗାୟନ କରୁଥିଲେ। ସେମାନଙ୍କ ବ୍ୟତୀତ ଅନ୍ୟ କେହି ସେହି ଗୀତ ଗାଇପାରୁ ନ ଥିଲା। ସମଗ୍ର ମାନବ ଜାତି ମଧ୍ୟରୁ କେବଳ ସେହିମାନେ ପରିତ୍ରାଣ ପାଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ସିଂହାସନ ସମ୍ମୁଖରେ ଗ୍ଭରି ଜଣ ଜୀବନ୍ତ ପଶୁଙ୍କ ସମ୍ମୁଖରେ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କେବଳ 144,000 ଜଣ ଲୋକମାନଙ୍କ ଛଡ଼ା କେହିହେଲେ ଏହି ଗୀତ ଶିଖି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸುಟ್ಕಾ ಘಾವಲ್ಯಾ ಹ್ಯಾ ಜಿಮ್ನಿರ್ ಲೊಕಾನಿ ಸೊಡುನ್ ಎಕ್‍ಲಾಕ್ ಚಾಳಿಸಾರ್ ಚಾರ್ ಹಜಾರ್ ಲೊಕಾನಿ, ಸಿವಾಸನ್, ಚಾರ್ ಝಿತ್ತಿ ಸಾವ್ಜಾ, ಅನಿ ಜಾನ್ತ್ಯಾ ಲೊಕಾಂಚ್ಯಾ ಇದ್ರಾಕ್‍ ಇಬೆ ರ್‍ಹಾವ್ನ್ ಅನಿ ತೆನಿ ಎವ್ಡೆಚ್ ಶಿಕುಕ್ ಹೊತಾ ತಸ್ಲಿ ಎಕ್ ನ್ಹವಿ ಗಿತ್ ಗಾವ್ಲ್ಯಾನಿ.