Revelation 14:4 — Compare Translations
7 translations compared side by side
Odia - 1840
"ଏହି 1,44,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ଯଭିଚାରପାପ କରିନାହାଁନ୍ତି। ସମାନେେ ନିଜକୁ କୁମାରୀକନ୍ଯା ତୁଲ୍ଯ ପବିତ୍ର କରି ରଖିଛନ୍ତି। ମଷେଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସମାନେେ ତାହାଙ୍କର ଅନୁସରଣ କରନ୍ତି। ଏହି 1,44,000 ଜଣ ମନୁଷ୍ଯଜାତି ମଧ୍ଯରୁ ମୁକ୍ତି ପାଇଛନ୍ତି। ସମାନେେ ପରମେଶ୍ବର ଓ ମଷେଶାବକଙ୍କ ଉଦ୍ଦେଶ୍ଯ ରେ ପ୍ରଥମଫଳ ସ୍ବରୂପେ ଉତ୍ସର୍ଗରକୃତ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସ୍ତ୍ରୀସଂସର୍ଗରେ ଆପଣା ଆପଣାକୁ କଳୁଷିତ କରି ନ ଥିଲେ, କାରଣ ସେମାନେ ଶୁଚି । ମେଷଶାବକ ଯେକୌଣସି ସ୍ଥାନକୁ ଗମନ। କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି । ସେମାନେ ଈଶ୍ଵର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳସ୍ଵରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସ୍ତ୍ରୀ ସଂସର୍ଗ ଦ୍ୱାରା ନିଜକୁ କେବେ କଳୁଷିତ କରି ନ ଥିଲେ - ସେମାନେ ଥିଲେ ଚିରକୁମାର। ସେମାନେ ସର୍ବଦା ମେଷଶାବକଙ୍କର ଅନୁଗମନ କରୁଥିଲେ। ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ପ୍ରଥମେ ପରିତ୍ରାଣ ପାଇ ଈଶ୍ୱର ଓ ମେଷଶାବକଙ୍କ ନିକଟରେ ଉତ୍ସର୍ଗିତ ହୋଇ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏହି 144,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ୟଭିଗ୍ଭରପାପ କରି ନାହାନ୍ତି। ସେମାନେ ନିଜକୁ କୁମାରୀକନ୍ୟା ତୁଲ୍ୟ ପବିତ୍ର କରି ରଖିଛନ୍ତି। ମେଷଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସେମାନେ ତାହାଙ୍କର ଅନୁସରଣ କରନ୍ତି। ଏହି 144,000 ଜଣ ମନୁଷ୍ୟଜାତି ମଧ୍ୟରୁ ମୁକ୍ତି ପାଇଛନ୍ତି। ସେମାନେ ପରମେଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଫଳ ସ୍ୱରୂପେ ଉତ୍ସର୍ଗୀକୃତ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି କରି ରଖିଥିଲେ। ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ବର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି । ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି । ସେମାନେ ଈଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಬಾಯ್ಕಾಮನ್ಸಾನಿಕ್ನಾ ಆಂಗಾಚೊ ಸಮಂದ್ ಕರಿನಸ್ತಾನಾ ಅಪ್ನಾಕುಚ್ ಪವಿತ್ರ್ ಕರುನ್ ಥವ್ನ್ ಘೆವ್ನ್ ಹಾತ್. ತೆನಿ ಲಗಿನ್ ಹೊಲ್ಲೆನಾತ್. ತೆನಿ ಬೊಕ್ಡು ಖೈಯ್ ಜಾತಾ ಥೈ ತ್ಯೆಚ್ಯಾ ಫಾಟ್ನಾ ಜಾತ್ಯಾತ್. ತೆಂಕಾ ಸಗ್ಳ್ಯಾ ಮಾನ್ಸಾಚ್ಯಾಕ್ನಾ ಘೆಟಲ್ಲೆ ಹಾಯ್ ಕುಳಿಯಾನಿತ್ನಾ ಎಚುನ್ ಕಾಡುನ್ ಸುಟ್ಕಾ ಹೊಲ್ಲೆ ಹಾಯ್.ಅಸೆ ತೆಂಕಾ ದೆವಾಕ್ ಅನಿ ಬೊಕ್ಡಾಕ್ ಅದ್ದಿಚೆ ಫಳ್ ಕರುನ್ ಒಪ್ಸುನ್ ದಿಲ್ಲೆ ಹಾಯ್.