Revelation 14:5 — Compare Translations

7 translations compared side by side

Odia - 1840
"ସମାନେେ କବେେ ମିଥ୍ଯା କହନ୍ତି ନାହିଁ। ସମାନେେ ସର୍ବଦା ନିର୍ଦ୍ ଦୋଷ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କେବେ ମିଥ୍ୟା କହିବା ଦେଖାଯାଇ ନାହିଁ, ସେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କେବେ ମିଥ୍ୟା କହନ୍ତି ନାହିଁ। ସେମାନେ ସର୍ବଦା ନିର୍ଦ୍ଦୋଷ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಕನ್ನಾಬಿ ಝುಟೆ ಬೊಲಲ್ಲೆ ನಾ; ತೆಂಚ್ಯಾ ಭುತ್ತುರ್ ಕಾಯ್ಬಿ ಚುಕ್ ನಾ.