Revelation 14:6 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶ ରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦବୋପାଇଁ ସହେି ସ୍ବର୍ଗଦୂତଙ୍କ ପାଖ ରେ ଏକ ଅନନ୍ତକାଳୀନ ସୁସମାଚାର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀ ନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚ ସ୍ଵରରେ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ମୁଁ ପୁଣି ଦେଖିଲି, ଆଉ ଜଣେ ସ୍ୱର୍ଗଦୂତ ଆକାଶରେ ଅତି ଉଚ୍ଚରେ ଉଡ଼ି ଉଡ଼ି, ପୃଥିବୀର ସମସ୍ତ ଜାତି, ଗୋଷ୍ଠୀ, ଭାଷାଭାଷୀ ଓ ରାଷ୍ଟ୍ରର ଲୋକମାନଙ୍କ ନିକଟରେ ଈଶ୍ୱରଙ୍କ ସେହି ଚିରନ୍ତନ ଶୁଭବାର୍ତ୍ତା ନିକଟରେ ଈଶ୍ୱରଙ୍କ ସେହି ଚିରନ୍ତନ ଶୁଭବାର୍ତ୍ତା ଘୋଷଣା କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତିନି ଜଣ ସ୍ୱର୍ଗଦୂତ ତା’ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତ ଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦେବା ପାଇଁ ସେହି ସ୍ୱର୍ଗଦୂତଙ୍କ ପାଖରେ ଏକ ଅନନ୍ତକାଳୀନ ସୁସମାଗ୍ଭର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,
Odia IRV 2017 (ଓଡିଆ ବାଇବେଲ)
ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಮಳ್ಬಾ ವರ್ತಿ ಹುಡ್ತಲೊ ಅನಿಎಕ್ ದೆವ್‍ದುತಾ ಮಿಯಾ ಬಗಟ್ಲೊ, ತೊ ಹ್ಯಾ ಜಗಾತ್ಲ್ಯಾ ಸಗ್ಳ್ಯಾ ಲೊಕಾಕ್ನಿ ಸಗ್ಳ್ಯಾ ಕುಳಿಯಾ, ಘರಾನ್ಯಾಚೆ ಬಾಶಾ, ಅನಿ ದೆಶಾಂಚ್ಯಾ ಲೊಕಾಕ್ನಿ ಸಾಂಗ್ತಲಿ ಎಕ್ ಕನ್ನಾಚ್ ಸರಿನಸಲ್ಲಿ ಬರ್‍ಯಾ ಖಬ್ರೆಚಿ ಬಾತ್ಮಿ ಘೆವ್ನ್ ಯೆಲ್ಲೊ.