Revelation 14:7 — Compare Translations
7 translations compared side by side
Odia - 1840
"ସହେି ସ୍ବର୍ଗଦୂତ ଉଚ୍ଚ ସ୍ବର ରେ କହିଲେ, ପରମେଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ବରଙ୍କ ଦ୍ବାରା ଲୋକମାନଙ୍କୁ ବିଚାର କରିବା ସମୟ ଉପସ୍ଥିତ। ପରମେଶ୍ବରଙ୍କର ଉପାସନା କର। ସେ ସ୍ବର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ପ୍ରଦାନ କର, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀସମୂହ, ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଉଚ୍ଚ ସ୍ୱରରେ କହୁଥିଲେ: “ଈଶ୍ୱରଙ୍କୁ ଭୟ କର, ତାଙ୍କ ମହାତ୍ମ୍ୟର ପ୍ରଶଂସା କର, କାରଣ ମନୁଷ୍ୟର ବିଚାର ସମୟ ଉପସ୍ଥିତ। ସ୍ୱର୍ଗ, ପୃଥିବୀ, ସାଗର ଓ ସମସ୍ତ ଜଳରାଶିର ସ୍ରଷ୍ଟାଙ୍କୁ ପୂଜା କର।”
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ୱର୍ଗଦୂତ ଉଚ୍ଚ ସ୍ୱରରେ କହିଲେ, “ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ୱରଙ୍କ ଦ୍ୱାରା ଲୋକମାନଙ୍କୁ ବିଗ୍ଭର କରିବା ସମୟ ଉପସ୍ଥିତ। ପରମେଶ୍ୱରଙ୍କର ଉପାସନା କର। ସେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಮೊಟ್ಯಾನ್,“ದೆವಾಕ್ ಮಾನ್ ಕರಾ ಅನಿ ತ್ಯೆಚ್ಯಾ ಮೊಟ್ಯಾಪಾನಾಚೆ ಸ್ತುತಿ ಕರಾ!, ಸಗ್ಳ್ಯಾ ಲೊಕಾಂಚಿ ಝಡ್ತಿ ಕರ್ತಲೊ ತೆಚೊ ಎಳ್ ಯೆವ್ನ್ ಪಾವ್ಲಾ. ಸರ್ಗ್, ಜಿಮಿನ್, ಸಮುಂದರ್ ಅನಿ ಪಾನಿಯಾಚೆ ಝರಿಯಾ ಕರಲ್ಲ್ಯಾಕ್ ಆರಾದನ್ ಕರಾ!” ಮಟ್ಲ್ಯಾನ್.