Revelation 14:8 — Compare Translations

7 translations compared side by side

Odia - 1840
"ତା'ପରେ ଦ୍ବିତୀୟ ଦୂତ ଜଣକ, ପ୍ରଥମ ସ୍ବର୍ଗଦୂତଙ୍କୁ ଅନୁସରଣ କରି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିର ଲୋକଙ୍କୁ ଲୋଭ ଦଖାଇେ ଭ୍ରଷ୍ଟାଚାର କାମ ଓ ପରମେଶ୍ବରଙ୍କ କୋର୍ଧ ରୂପକ ସୁରା ପାନ କରାଇଛି, ସେ ନଷ୍ଟ ହାଇଯୋଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍, ଦ୍ଵିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ମଦିରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ପ୍ରଥମ ଦୂତଙ୍କ ପଛେ ପଛେ ଆଉ ଜଣେ ଦୂତ ଆସି କହିଲେ, “ତାହାର ପତନ ଘଟିଛି। ପ୍ରଖ୍ୟାତ ବାବିଲନ୍ ଭୂମିସାତ୍ ହୋଇଛି। ସେ ତା’ର କଳୁଷିତ କାମନାରୂପ ସୁରା ପାନ କରାଇ ସମସ୍ତଙ୍କୁ ମତୁଆଳ କରିଥିଲା।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦ୍ୱିତୀୟ ଦୂତ ଜଣକ, ପ୍ରଥମ ସ୍ୱର୍ଗଦୂତଙ୍କୁ ଅନୁସରଣ କରି କହିଲେ, “ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିର ଲୋକଙ୍କୁ ଲୋଭ ଦେଖାଇ ଭ୍ରଷ୍ଟାଗ୍ଭର କାମ ଓ ପରମେଶ୍ୱରଙ୍କ କ୍ରୋଧ ରୂପକ ସୁରା ପାନ କରାଇଛି, ସେ ନଷ୍ଟ ହୋଇଯାଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍‍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ୍ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯೆಚ್ಯಾ ಫಾಟೊಫಾಟ್ ದೊನ್ವೆಚೊ ದೆವಾಚೊ ದುತ್ ಯೆಲೊ, ಅನಿ ತೆನಿ,“ತಿ ಪಡ್ಲಾ! ಮೊಟೆ ಬಾಬಿಲೊನ್ ಪಡ್ಲಾ!, ತೆನಿ ಅಪ್ನಾಚೆ ವಾಯ್ನ್ ವೆಭಿಚಾರಾಚೆ ಖಡಕ್ ವಾಯ್ನ್ ಸಗ್ಳ್ಯಾ ಲೊಕಾನಿ ಫಿ ಸರ್ಕೆ ಕರ್ಲಿನ್!” ಮಟ್ಲ್ಯಾನ್.