Revelation 14:9 — Compare Translations

7 translations compared side by side

Odia - 1840
"ତା'ପରେ ତୃତୀୟଦୂତ ଜଣକ, ଅନ୍ୟ ଦୁଇଜଣ ଦୂତଙ୍କୁ ଉଚ୍ଚ ସ୍ବର ରେ ଅନୁସରଣ କରି କହିଲେ, ଯଦି କହେି ଲୋକ ସହେି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରେ ଓ ତା' ନିଜ କପାଳ ରେ ଓ ହାତ ରେ ତା'ର ଚିହ୍ନ ଧାରଣ କରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚ ସ୍ଵରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ, ପୁଣି ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ, ଣପ୍ରକା. ୧୩:୧୬
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଦୁଇ ଦୂତଙ୍କ ପରେ ଆଉ ଜଣେ ଦୂତ ଆସି ଉଚ୍ଚ ସ୍ୱରରେ କହିବାକୁ ଲାଗିଲେ, “ଯେ କେହି ପଶୁ ଓ ତାହାର ପ୍ରତିମୂର୍ତ୍ତିକୁ ପୂଜା କରେ ଓ ନିଜର କପାଳ ବା ହାତରେ ତାହାର ସଂକେତ ଧାରଣ କରେ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୃତୀୟଦୂତ ଜଣକ, ଅନ୍ୟ ଦୁଇଜଣ ଦୂତଙ୍କୁ ଉଚ୍ଚ ସ୍ୱରରେ ଅନୁସରଣ କରି କହିଲେ, “ଯଦି କେହି ଲୋକ ସେହି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରେ ଓ ତା’ ନିଜ କପାଳରେ ଓ ହାତରେ ତା’ର ଚିହ୍ନ ଧାରଣ କରେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍‍ ତୃତୀୟ ଦୂତ ଆସି ଉଚ୍ଚସ୍ୱରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚ ସ୍ଵରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತಿನ್ವೆಚ್ಯಾ ದೆವಾಚ್ಯಾ ದುತಾನ್ ಬಿ ಅದ್ದಿಚ್ಯಾ ದೆವಾಚ್ಯಾ ದುತಾನ್ ಸಾಂಗಲ್ಲ್ಯಾ ಸಾರ್ಕೆ ಮೊಟ್ಯಾನ್,“ಜೆ ಕೊನ್ ಭಯಾನಕ್ ಜನಾವರ್ ಹೊಂವ್ದಿತ್ ತ್ಯೆಚ್ಯಾ ಮುರ್ತಿಚೆ, ಹೊಂವ್ದಿತ್ ಆರಾದನ್ ಕರುನ್, ಅಪ್ನಾಚ್ಯಾ ಕಪಾಳಾ ವೈನಿ ನಾಹೊಲ್ಯಾರ್ ಹಾತಾ ವೈನಿ ವಳಕ್ ಘಾಲುನ್ ಘೆತ್ಯಾತ್,