Revelation 15:1 — Compare Translations
7 translations compared side by side
Odia - 1840
"ଏହାପରେ ମୁଁ ସ୍ବର୍ଗ ରେ ଗୋଟିଏ ବଡ଼ ଓ ଆଶ୍ଚର୍ୟ୍ଯ ଜନକ ଲକ୍ଷଣ ଦେଖିଲି। ସଠାେରେ ସାତଜଣ ଦୂତ ସମାନଙ୍କେ ହାତ ରେ ସାତାଟେି ଶଷେ ମହାମାରୀ ଧରିଥିଲେ। ଏହା ଘଟିବା ପରେ ପରମେଶ୍ବରଙ୍କ କୋରଧର ସମାପ୍ତି ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ମୁଁ ସ୍ଵର୍ଗରେ ଆଉ ଏକ ମହା ଅଦ୍ଭୁତ ଲକ୍ଷଣ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଳେଶ, ଏହା ହିଁ ଶେଷ, କାରଣ ଏହି କ୍ଳେଶମାନଙ୍କରେ ଈଶ୍ଵରଙ୍କ କ୍ରୋଧ ସମାପ୍ତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନନ୍ତର ମୁଁ ଆକାଶରେ ଆଉ ଏକ ବିଚିତ୍ର ରହସ୍ୟଜନକ ଦୃଶ୍ୟ ଦେଖିଲି। ସାତ ଜଣ ସ୍ୱର୍ଗଦୂତ ପ୍ରତ୍ୟେକେ ଗୋଟିଏ ଗୋଟିଏ ମହାମାରୀ ଧରି ଆବିର୍ଭୂତ ହେଲେ। ଏହି ମହାମାରୀଗୁଡ଼ିକ ଥିଲା, ଈଶ୍ୱରଙ୍କ କ୍ରୋଧର ଚରମ ଅଭିବ୍ୟକ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଦୂତଙ୍କର ଶେଷ ମହାମାରୀ ଏହା ପରେ ମୁଁ ସ୍ୱର୍ଗରେ ଗୋଟିଏ ବଡ଼ ଓ ଆଶ୍ଚର୍ଯ୍ୟ ଜନକ ଲକ୍ଷଣ ଦେଖିଲି। ସେଠାରେ ସାତ ଜଣ ଦୂତ ସେମାନଙ୍କ ହାତରେ ସାତୋଟି ଶେଷ ମହାମାରୀ ଧରିଥିଲେ। ଏହା ଘଟିବା ପରେ ପରମେଶ୍ୱରଙ୍କ କ୍ରୋଧର ସମାପ୍ତି ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶମାନଙ୍କରେ ଈଶ୍ବରଙ୍କ କ୍ରୋଧ ସମାପ୍ତ।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଈଶ୍ୱରଙ୍କ କ୍ରୋଧ ସମାପ୍ତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಮಳ್ಬಾರ್ ಅನಿಎಕ್ ಮೊಟಿ ಅನಿ ವಿಚಿತ್ರ್ ವಳಕ್ ಮಿಯಾ ಬಗಟ್ಲೊ. ಸಾತ್ ದೆವ್ದುತಾ ಸಾತ್ ಆಕ್ರಿಚಿ ತರಾಸಾ ಘೆವ್ನ್ ಇಬೆ ಹೊತ್ತಿ ಕಶ್ಯಾಕ್ ಮಟ್ಲ್ಯಾರ್ ಹಿ ತರಾಸಾ ದೆವಾಚ್ಯಾ ರಾಗಾಚಿ ಆಕ್ರಿಚಿ ಫಿಡಾ.