Revelation 15:3 — Compare Translations
7 translations compared side by side
Odia - 1840
"ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଈଶ୍ଵରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର କର୍ମସମୂହ ମହତ୍ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାଯ୍ୟ ଓ ସତ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଈଶ୍ୱର ପ୍ରଦାନ କରିଥିବା ବୀଣା ବଜାଇ ଈଶ୍ୱରଙ୍କ ସେବକ ମୋଶାଙ୍କ ଗୀତ ଓ ମେଷଶାବକଙ୍କ ଗୀତ ଗାନ କରୁଥିଲେ। “ହେ ମହାପରାକ୍ରାନ୍ତ ପ୍ରଭୁ ଈଶ୍ୱର! ତୁମ କାର୍ଯ୍ୟସକଳ କେଡ଼େ ମହାନ୍ ଓ ବିଚିତ୍ର, ସମସ୍ତ ଜାତିର ରାଜାଧିରାଜ! ତୁମ କର୍ମପନ୍ଥା କେଡ଼େ ନ୍ୟାୟସଙ୍ଗତ ଓ ଯଥାର୍ଥ!
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପରମେଶ୍ୱରଙ୍କର ସେବକ ମୋଶାଙ୍କର ଓ ମେଷଶାବକଙ୍କର ଗୀତ ବୋଲୁଥିଲେ: “ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର! ତୁମ୍ଭର କାର୍ଯ୍ୟଗୁଡ଼ିକ ମହାନ ଓ ଆଶ୍ଚର୍ଯ୍ୟପୂର୍ଣ୍ଣ ହେ ଜାତି ସମୂହର ରାଜା, ତୁମ୍ଭର ପଥଗୁଡ଼ିକ ନ୍ୟାୟସଙ୍ଗତ ଓ ସତ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଈଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, “ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଈଶ୍ୱରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ದೆವಾಚ್ಯಾ ಸೆವಕಾಚಿ ಮೊಯ್ಜೆಚಿ ಅನಿ ಬೊಕ್ಡಾಚಿ ಗಿತ್ ಗಾವುಲಾಗಲ್ಲ್ಯಾನಿ: “ಸರ್ವೆಸ್ವರಾ ಸಗ್ಳ್ಯಾನ್ ಮೊಟ್ಯಾ ದೆವಾ, ಕವ್ಡಿ ಮೊಟಿ ಅನಿ ವಿಚಿತ್ರ್ ತುಜಿ ಕಾಮಾ!, ಸಗ್ಳ್ಯಾ ದೆಶಾಂಚ್ಯಾ ರಾಜಾ, ಕವ್ಡ್ಯಾ ಸಮಾ ಅನಿ ಖರ್ಯಾ ತುಜ್ಯಾ ವಾಟಾ!,