Revelation 15:4 — Compare Translations

7 translations compared side by side

Odia - 1840
"ହେ ପ୍ରଭୁ! କିଏ ତୁମ୍ଭକୁ ଭୟ ନ କରିବ? ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ। କାରଣ କବଳେ ତୁମ୍ଭେ ହିଁ ପବିତ୍ର; ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ। କାରଣ ତୁମ୍ଭେ ହିଁ ନ୍ଯାୟବନ୍ତ ଏହା ଜଗତେ ବିଦିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ; ତେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ! କିଏ ବା ତୁମକୁ ଭୟ ନ କରିବ? ତୁମର ମାହାତ୍ମ୍ୟ ଘୋଷଣା କରିବାକୁ କିଏ ବା ଅସ୍ୱୀକାର କରିବ? କେବଳ ତୁମେ ହିଁ ପବିତ୍ର, ସମସ୍ତ ଜାତି ଆସି ତୁମର ପୂଜା କରିବେ। କାରଣ ତୁମର ନ୍ୟାୟୋଚିତ କାର୍ଯ୍ୟ ସମସ୍ତେ ଦେଖିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ। କାରଣ କେବଳ ତୁମ୍ଭେ ହିଁ ପବିତ୍ର; ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ। କାରଣ ତୁମ୍ଭେ ହିଁ ନ୍ୟାୟବନ୍ତ ଏହା ଜଗତେ ବିଦିତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸರ್ವೆಸ್ವರಾ ತುಕಾ ಭಿಂಯ್ ನಸಲ್ಲೊ ಕೊನ್ ಹಾಯ್?, ತುಜ್ಯಾ ಮೊಟ್ಯಾಪಾನಾಚ್ಯಾ ವಿಶಯಾತ್ ಸಾಂಗಿನಸ್ತಾನಾ ಕೊನಾಕ್ ರ್‍ಹಾವ್ಕ್ ಹೊತಾ?, ತಿಯಾ ಎಕ್ಲೊಚ್ ಪವಿತ್ರ್. ಸಗ್ಳಿ ದೆಶಾ ಯೆತ್ಯಾತ್ ಅನಿ ತುಜೆ ಆರಾದನ್ ಕರ್‍ತ್ಯಾತ್, ಕಶ್ಯಾಕ್ ಮಟ್ಲ್ಯಾರ್ ತುಜಿ ನ್ಯಾಯ್ ಪಾನಾಚಿ ಕಾಮಾ ಸಗ್ಳ್ಯಾಕ್ನಿ ದಿಸುನ್ ಯೆಲ್ಯಾತ್”.