Revelation 15:5 — Compare Translations
7 translations compared side by side
Odia - 1840
"ଏହାପରେ ମୁଁ ସ୍ବର୍ଗ ରେ ପରମେଶ୍ବରଙ୍କ ଉପସ୍ଥିତିର ପବିତ୍ର ସ୍ଥାନର ମନ୍ଦିର ଖାେଲା ହାଇେଥିବାର ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ମୁଁ ଦେଖିଲି, ସ୍ଵର୍ଗସ୍ଥ ସାକ୍ଷ୍ୟତମ୍ଵୁର ମନ୍ଦିରର ଦ୍ଵାର ଉନ୍ମୁକ୍ତ ହେଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଅନନ୍ତର ସ୍ୱର୍ଗଦ୍ୱାର ଉନ୍ମୁକ୍ତ ହେବାର ମୁଁ ଦେଖିଲି। ସେଥିରେ ଈଶ୍ୱରଙ୍କ ଉପସ୍ଥିତିସୂଚକ ତମ୍ବୁ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୁଁ ସ୍ୱର୍ଗରେ ପରମେଶ୍ୱରଙ୍କ ଉପସ୍ଥିତିର ପବିତ୍ର ସ୍ଥାନର ମନ୍ଦିର ଖୋଲା ହେବାବାର ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ଦେଖିଲି, ମହାପବିତ୍ର ସ୍ଥାନ, ଯେଉଁଥିରେ ସାକ୍ଷ୍ୟର ତମ୍ବୁ ଥିଲା, ସ୍ୱର୍ଗରେ ଉନ୍ମୁକ୍ତ ହେଲା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୁଁ ଦେଖିଲି, ସ୍ୱର୍ଗସ୍ଥ ସାକ୍ଷ୍ୟ ତମ୍ବୁର ମନ୍ଦିରର ଦ୍ୱାର ଉନ୍ମୁକ୍ତ ହେଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಮಾನಾ ಸರ್ಗಾತ್ ಗುಡಿ ಉಗಡಲ್ಲೆ ಮಿಯಾ ಬಗಟ್ಲೊ. ತ್ಯಾತುರ್ ಎಕ್ ಪವಿತ್ರ್ ಝೊಪ್ಡೆ ಹೊತ್ತೆ.