Revelation 15:6 — Compare Translations
7 translations compared side by side
Odia - 1840
"ସହେି ମନ୍ଦିର ଭିତରୁ ସାତଜଣ ଦୂତ ସାତାଟେି ମହାମାରୀଗୁଡ଼ିକୁ ଧରି ବାହରି ଆସିଲେ। ସମାନେେ ଶୁଦ୍ଧ, ଉଜ୍ଜ୍ବଳ, ମସୀନା, ଶୁଭ୍ର ବସ୍ତ୍ର ପିନ୍ଧିଥିଲେ। ସମାନଙ୍କେ ବକ୍ଷ ରେ ସୁବର୍ଣ୍ଣ ବନ୍ଧନୀ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମନ୍ଦିରରୁ ସେହି ସପ୍ତକ୍ଳେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ଵଳ ମସୀନା ବସ୍ତ୍ର ପରିହିତ ପୁଣି ସେମାନଙ୍କ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ବଦ୍ଧ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସପ୍ତ ମହାମାରୀ ଧରିଥିବା ସପ୍ତଦୂତ ସ୍ୱର୍ଗମନ୍ଦିର ଭିତରୁ ବାହାରି ଆସିଲେ: ସେମାନେ ନିର୍ମଳ ଶୁଭ୍ର ବସ୍ତ୍ର ପିନ୍ଧି ଥିଲେ ଓ ବକ୍ଷ ସ୍ଥଳରେ ସୁବର୍ଣ୍ଣ ପଟୁକା ବାନ୍ଧି ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମନ୍ଦିର ଭିତରୁ ସାତ ଜଣ ଦୂତ ସାତୋଟି ମହାମାରୀଗୁଡ଼ିକୁ ଧରି ବାହାରି ଆସିଲେ। ସେମାନେ ଶୁଦ୍ଧ, ଉଜ୍ଜ୍ୱଳ, ମସୀନା, ଶୁଭ୍ର ବସ୍ତ୍ର ପିନ୍ଧିଥିଲେ। ସେମାନଙ୍କ ବକ୍ଷରେ ସୁବର୍ଣ୍ଣ ବନ୍ଧନୀ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ।
Odia IRV 2017 (ଓଡିଆ ବାଇବେଲ)
ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಗುಡಿತ್ನಾ ಸಾತ್ ತರಾಸಾ ಧರಲ್ಲಿ ಸಾತ್ ದೆವಾಚ್ಯಾ ದುತಾ ಭಾಯ್ರ್ ಯೆಲಿ, ತೆನಿ ಎಗ್ದಮ್ ಪವಿತ್ರ್ ಹೊಳ್ವಳ್ತಲೆ ಮ್ಹಾಗ್ರೆ ಕಪ್ಡೆ ನೆಸಲ್ಲ್ಯಾನಿ ಅನಿ ತೆಂಚ್ಯಾ ಹಿರ್ದ್ಯಾಕ್ನಿ ಸೊನ್ಯಾಚ್ಯಾ ಪಟ್ಟಿಯಾ ಭಾಂದುನ್ ಘೆಟಲ್ಲ್ಯಾನಿ.