Revelation 15:7 — Compare Translations
7 translations compared side by side
Odia - 1840
"ତା'ପରେ ଚାରି ଜୀବିତ ପ୍ରାଣୀମାନଙ୍କ ମଧ୍ଯରୁ ଜଣେ ପ୍ରାଣୀ ସାତଦୂତଙ୍କୁ ସାତାଟେି ସୁବର୍ଣ୍ଣ ପାତ୍ର ଦେଲେ। ସହେି ପାତ୍ର ନିତ୍ଯଜୀବୀ ପରମେଶ୍ବରଙ୍କର କୋରଧ ରେ ପରିପୂର୍ଣ୍ଣ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ଵରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୂର୍ବୋକ୍ତ ଚାରୋଟି ପ୍ରାଣୀ ମଧ୍ୟରୁ ଜଣେ ଚିରଜୀବୀ ଈଶ୍ୱରଙ୍କ କୋପରେ ପରିପୂର୍ଣ୍ଣ ସାତଟି ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଗ୍ଭରି ଜୀବିତ ପ୍ରାଣୀମାନଙ୍କ ମଧ୍ୟରୁ ଜଣେ ପ୍ରାଣୀ ସାତ ଦୂତଙ୍କୁ ସାତୋଟି ସୁବର୍ଣ୍ଣ ପାତ୍ର ଦେଲେ। ସେହି ପାତ୍ର ନିତ୍ୟଜୀବୀ ପରମେଶ୍ୱରଙ୍କର କ୍ରୋଧରେ ପରିପୂର୍ଣ୍ଣ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ବରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ୱରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಚಾರ್ ಝಿತ್ತ್ಯಾ ಸಾವ್ಜಾನಿತ್ಲ್ಯಾ ಎಕ್ ಸಾವ್ಜಾನ್ ತ್ಯಾ ಸಾತ್ ದೆವಾಚ್ಯಾ ದುತಾಕ್ನಿ ಸದಾ ಸರ್ವತಾಕ್ ಝಿತ್ತೊ ರ್ಹಾತಲ್ಯಾ ದೆವಾಚ್ಯಾ ರಾಗಾನಿ ಭರಲ್ಲೆ ಸಾತ್ ಸೊನ್ಯಾಚೆ ಕಟೊರೆ ದಿಲ್ಯಾನ್.