Revelation 15:8 — Compare Translations
7 translations compared side by side
Odia - 1840
"ସହେି ମନ୍ଦିର ପରମେଶ୍ବରଙ୍କ ଗୌରବ ଓ କ୍ଷମତାର ଧୂଆଁ ରେ ଭର୍ତ୍ତି ହାଇଗେଲା। ସାତଜଣ ଦୂତଙ୍କର ସାତାଟେି ମହାମାରୀ ଶଷେ ନ ହବୋ ପର୍ୟ୍ଯନ୍ତ କୌଣସି ଲୋକ ମନ୍ଦିର ରେ ପ୍ରବେଶ କରିପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଈଶ୍ଵରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଳେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଗୌରବ ଓ ପରାକ୍ରମରୁ ଉତ୍ଥିତ ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା; ସପ୍ତ ଦୂତ ଘେନି ଆସିଥିବା ସପ୍ତ ମହାମାରୀର ଅବସାନ ନ ଘଟିବା ପର୍ଯ୍ୟନ୍ତ ଏହି ମନ୍ଦିର ମଧ୍ୟରେ ଆଉ କେହି ପ୍ରବେଶ କରି ପାରିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମନ୍ଦିର ପରମେଶ୍ୱରଙ୍କ ଗୌରବ ଓ କ୍ଷମତାର ଧୂଆଁରେ ଭର୍ତ୍ତି ହୋଇଗଲା। ସାତ ଜଣ ଦୂତଙ୍କର ସାତୋଟି ମହାମାରୀ ଶେଷ ନ ହେବା ପର୍ଯ୍ୟନ୍ତ କୌଣସି ଲୋକ ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଈଶ୍ବରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରିପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଈଶ୍ୱରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಗುಡಿ ದೆವಾಚ್ಯಾ ಬಳಾಚ್ಯಾ ಅನಿ ಮಹಿಮೆಚ್ಯಾ ಡುಕ್ಟಾನಿ ಭರುನ್ ಗೆಲ್ಲಿ, ಸಾತ್ ದೆವಾಚ್ಯಾ ದುತಾನಿ ಹಾನಲ್ಲಿ ಸಾತ್ ಪಿಡಾ ಸರಿ ಪತರ್ ಕೊನಾಕ್ಬಿ ದೆವಾಚ್ಯಾಗುಡಿತ್ ಗುಸುಕ್ ಹೊವ್ಕ್ ನಾ.