Revelation 16:1 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ମନ୍ଦିର ଭିତରୁ ଏକ ଉଚ୍ଚ ଧ୍ବନି ଶୁଣିଲି। ତାହା ସାତାଟେି ଦୂତଙ୍କୁ କହିଲା, ଯାଅ, ପରମେଶ୍ବରଙ୍କ କୋର୍ଧ ରେ ପୂର୍ଣ୍ଣ ହାଇେଥିବା ସାତାଟେି ପାତ୍ରକୁ ପୃଥିବୀ ଉପରେ ଢ଼ାଳିଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ଵର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ଵରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ମୁଁ ଶୁଣିଲି, ମନ୍ଦିରରୁ କେହି ଜଣେ ଚିକ୍ରାର କରି ସେହି ସପ୍ତ ଦୂତଙ୍କୁ କହୁଛନ୍ତି, “ଯାଅ, ସପ୍ତ ପାତ୍ରରେ ଥିବା ଈଶ୍ୱରଙ୍କ କ୍ରୋଧ ପୃଥିବୀ ଉପରେ ଢ଼ାଳି ଦିଅ।”
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ କ୍ରୋଧରେ ସାତୋଟି ପାତ୍ର ପୂର୍ଣ୍ଣ ତା’ପରେ ମୁଁ ମନ୍ଦିର ଭିତରୁ ଏକ ଉଚ୍ଚ ଧ୍ୱନି ଶୁଣିଲି। ତାହା ସାତୋଟି ଦୂତଙ୍କୁ କହିଲା, “ଯାଅ, ପରମେଶ୍ୱରଙ୍କ କ୍ରୋଧରେ ପୂର୍ଣ୍ଣ ହୋଇଥିବା ସାତୋଟି ପାତ୍ରକୁ ପୃଥିବୀ ଉପରେ ଢାଳିଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ବରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ୱରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ದೆವಾಚ್ಯಾ ಗುಡಿಚ್ಯಾ ಸಾತ್ ದೆವ್‍ದುತಾನಿಕ್ಡೆ ಬೊಲ್ತಲೊ ಅವಾಜ್ ಮಿಯಾ ಆಯಿಕ್ಲೊ; “ಜಾವಾ ಅನಿ ತ್ಯಾ ಸಾತ್ ದೆವಾಚ್ಯಾ ರಾಗಾಚ್ಯಾ ಕಟೊರ್‍ಯಾನಿತ್ಲೆ ಜಗಾ ವರ್ತಿ ವೊತಾ!”