Revelation 16:11 — Compare Translations
7 translations compared side by side
Odia - 1840
"ସମାନେେ ତାହାଙ୍କ ୟନ୍ତ୍ରଣା ଓ ଘା ସକାେଶ ସ୍ବର୍ଗ ରେ ଥିବା ପରମେଶ୍ବରଙ୍କର ନିନ୍ଦା କଲେ। କିନ୍ତୁ ସମାନେେ ତାହାଙ୍କର ହୃଦୟ ପରିବର୍ତ୍ତନ କଲେ ନାହିଁ ଓ ନିଜର ମନ୍ଦ କାମ ପାଇଁ ଅନୁତାପ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆପଣା ଆପଣା ବେଦନା ଓ ବିସ୍ଫୋଟକ ସକାଶେ ସ୍ଵର୍ଗସ୍ଥ ଈଶ୍ଵରଙ୍କର ନିନ୍ଦା କଲେ, ଆଉ ଆପଣା ଆପଣା କର୍ମରୁ ମନ ପରିବର୍ତ୍ତନ କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ଶରୀରର କ୍ଷତଗୁଡ଼ିକ ଲାପି ଓ ବ୍ୟଥା ବେଦନା ହେତୁ ଈଶ୍ୱରଙ୍କୁ ଅଭିଶାପ ଦେଲେ। କିନ୍ତୁ ନିଜ କୁପଥରୁ ଫେରି ଆସିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାହାଙ୍କ ଯନ୍ତ୍ରଣା ଓ ଘା ସକାଶେ ସ୍ୱର୍ଗରେ ଥିବା ପରମେଶ୍ୱରଙ୍କର ନିନ୍ଦା କଲେ। କିନ୍ତୁ ସେମାନେ ତାହାଙ୍କର ହୃଦୟ ପରିବର୍ତ୍ତନ କଲେ ନାହିଁ ଓ ନିଜର ମନ୍ଦ କାମ ପାଇଁ ଅନୁତାପ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ବରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ୱରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନପରିବର୍ତ୍ତନ କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿ ತೆಂಚ್ಯಾ ತರಾಸಾಸಾಟ್ನಿ ಅನಿ ತ್ಯಾ ದುಕ್ಕಾಂಚ್ಯಾಸಾಟ್ನಿ ಸರ್ಗಾಚ್ಯಾ ದೆವಾಕ್ ಸರಾಪ್ಲ್ಯಾನಿ, ಖರೆ ತೆನಿ ಅಪ್ಲ್ಯಾ ಅಪ್ಲ್ಯಾ ಬುರ್ಶ್ಯಾ ವಾಟಾ ಸೊಡುಕ್ನ್ಯಾತ್.