Revelation 16:12 — Compare Translations

7 translations compared side by side

Odia - 1840
"ଷଷ୍ଠ ଦୂତ ତାହାଙ୍କ ପାତ୍ର ଫରାତ ମହାନଦୀର ଉପରେ ଢ଼ାଳିଲେ। ଏହାଦ୍ବାରା ନଦୀ ଜଳ ଶୁଖିଗଲା ଓ ପୂର୍ବ ଦିଗରୁ ଆସିବାକୁ ରାଜାମାନଙ୍କ ପାଇଁ ବାଟ ତିଆରି କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଆଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନନ୍ତର ଷଷ୍ଠ ଦୂତ ବିଶାଳ ୟୁଫ୍ରେଟିସ୍ ଉପରେ ତାଙ୍କ ପାତ୍ରର ଆଧେୟ ଢ଼ାଳି ଦେଲେ। ସଙ୍ଗେ ସଙ୍ଗେ ନଦୀଟି ଶୁଖିଗଲା ଓ ପୂର୍ବଦିଗରୁ ଶତ୍ରୁ ରାଜାମାନଙ୍କର ଆଗମନ ପାଇଁ ବାଟ ଫିଟିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଷଷ୍ଠ ଦୂତ ତାହାଙ୍କ ପାତ୍ର ଫରାତ ମହାନଦୀର ଉପରେ ଢାଳିଲେ। ଏହା ଦ୍ୱାରା ନଦୀ ଜଳ ଶୁଖିଗଲା ଓ ପୂର୍ବ ଦିଗରୁ ଆସିବାକୁ ରାଜାମାନଙ୍କ ପାଇଁ ବାଟ ତିଆରି କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା।
Odia IRV 2017 (ଓଡିଆ ବାଇବେଲ)
ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾವೆಚ್ಯಾ ದೆವಾಚ್ಯಾ ದುತಾನ್ ಅಪ್ನಾಚ್ಯಾ ಕಟೊರ್‍ಯಾತ್ಲೆ ಮೊಟ್ಯಾ ಯುಪ್ರೆಟಿಸ್ ಮನುನ್ ಬಲ್ವುತಲ್ಯಾ ನ್ಹಯ್ ವರ್ತಿ ವೊತ್ಲ್ಯಾನ್. ದಿಸ್ ಉಗಾವ್ತಲ್ಯಾ ದಿಕ್ಕಾಕ್ನಾ ಯೆತಲ್ಯಾ ರಾಜಾಕ್ನಿ ವಾಟ್ ಕರುನ್ ದಿವ್‍ಸಾಟ್ನಿ ತಿ ನ್ಹಯ್ ಅಟುನ್ ವಾಳುನ್ ಗೆಲಿ.