Revelation 16:13 — Compare Translations
7 translations compared side by side
Odia - 1840
"ତା'ପରେ ମୁଁ ତିନୋଟି ଅଶୁଚି ଆତ୍ମାଙ୍କୁ ଦେଖିଲି। ସମାନେେ ବେଙ୍ଗ ପରି ଦଖାଯାେଉଥିଲେ। ସମାନେେ ସହେି ଭୟଙ୍କର ସର୍ପ ମୁଖରୁ, ପଶୁ ମୁଖରୁ ଓ ଭଣ୍ଡଭବିଷ୍ଯଦ୍ ବକ୍ତା ମୁଖରୁ ବାହାରି ଆସିଲେ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ତ ଭାବବାଦୀରବ ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ମୁଁ ବେଙ୍ଗ ଆକୃତିର ତିନୋଟି ପ୍ରେତାତ୍ମା ଦେଖିଲି। ସେଗୁଡ଼ିକ ପୂର୍ବୋକ୍ତ ସର୍ପ, ପଶୁ ଓ ଭଣ୍ଡ ଭାବବାଦୀର ମୁଖରୁ ବାହାରୁ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ତିନୋଟି ଅଶୁଚି ଆତ୍ମାଙ୍କୁ ଦେଖିଲି। ସେମାନେ ବେଙ୍ଗ ପରି ଦେଖାଯାଉଥିଲେ। ସେମାନେ ସେହି ଭୟଙ୍କର ସର୍ପ ମୁଖରୁ, ପଶୁ ମୁଖରୁ ଓ ଭଣ୍ଡଭବିଷ୍ୟଦ୍ବକ୍ତା ମୁଖରୁ ବାହାରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ;
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟା ଅପବିତ୍ର ଆତ୍ମା ବାହାରିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮಿಯಾ ತಿನ್ ಬುರ್ಶ್ಯಾ ಅತ್ಮ್ಯಾಕ್ನಿ ಬಗಟ್ಲೊ, ತೆ ಬೆಡ್ಕಿಯಾಂಚ್ಯಾ ಸರ್ಕೆ ದಿಸುಲಾಗಲ್ಲೆ. ತೆ ಮೊಟ್ಯಾ ಸಾಪಾಚ್ಯಾ ತೊಂಡಾತ್ನಾ, ತ್ಯಾ ಭಯಾನಕ್ ಜನವಾರಾಚ್ಯಾ ತೊಂಡಾತ್ನಾ, ಅನಿ ಝುಟ್ಯಾ ಪ್ರವಾದ್ಯಾಚ್ಯಾ ತೊಡಾತ್ನಾ ಯೆವ್ಲಾಗಲ್ಲೆ.