Revelation 16:14 — Compare Translations

7 translations compared side by side

Odia - 1840
"ସମାନେେ ଭୂତର ଆତ୍ମା ଓ ସମାନଙ୍କେର ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିବାର କ୍ଷମତା ଥିଲା। ସମାନେେ ସର୍ବଶକ୍ତିମାନ ପରମେଶ୍ବରଙ୍କ ମହାଦିନର ୟୁଦ୍ଧ ପାଇଁ ପୃଥିବୀର ସବୁ ରାଜାମାନଙ୍କୁ ଏକତ୍ର କରିବା ନିମନ୍ତେ ସମାନଙ୍କେ ପାଖକୁ ଯାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ଵରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରି ଯାଆନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ପାପାତ୍ମାମାନେ ଅଲୌକିକ କାର୍ଯ୍ୟ ସାଧନ କରିପାରନ୍ତି। ସେମାନେ ସର୍ବଶକ୍ତିମାନ ଈଶ୍ୱରଙ୍କ ଦିବସରେ ଯୁଦ୍ଧ କରିବା ପାଇଁ ପୃଥିବୀର ରାଜାମାନଙ୍କୁ ଏକତ୍ରିତ କରାଇବାକୁ ବାହାରି ପଡ଼ିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଭୂତର ଆତ୍ମା ଓ ସେମାନଙ୍କର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାର କ୍ଷମତା ଥିଲା। ସେମାନେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ମହାଦିନର ଯୁଦ୍ଧ ପାଇଁ ପୃଥିବୀର ସବୁ ରାଜାମାନଙ୍କୁ ଏକତ୍ର କରିବା ନିମନ୍ତେ ସେମାନଙ୍କ ପାଖକୁ ଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ବରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ୱରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ಗಿರ್‍ಯಾಂಚೆ ಆತ್ಮೊ ಮೊಟಿ ವಿಚಿತ್ರ್ ಕಾಮಾ ಕರಿತ್. ತೆ ತಿನಿಬಿ ಆತ್ಮೊ ಭಾಯ್ರ್ ಜಾವ್ನ್ ಜಗಾತ್ಲ್ಯಾ ಸಗ್ಳ್ಯಾ ರಾಜಾಕ್ನಿ ಸಗ್ಳ್ಯಾಕ್ನಿ ದೆವಾಚ್ಯಾ ತ್ಯಾ ಮೊಟ್ಯಾ ದಿಸಾಚ್ಯಾ ಝಗ್ಡ್ಯಾಕ್ ಮನುನ್ ಗೊಳಾ ಕರುನ್ ಹಾನಿತ್.