Revelation 16:15 — Compare Translations
7 translations compared side by side
Odia - 1840
" ଦେଖ! ମୁଁ ଗୋଟିଏ ଚୋର ଭଳି ଆସିବି। ଯେ ମାେ ଅପେକ୍ଷା ରେ ଚାହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସହେି ଲୋକ ସୁଖୀ। ତବେେ ତାହାକୁ ଉଲଗ୍ନ ହାଇେ ଚାଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଶୁଣ! ମୁଁ ଚୋର ପରି ଆସିବି। ଯେଉଁ ବ୍ୟକ୍ତି ଜାଗ୍ରତ ରହି ଚୋର କବଳରୁ ନିଜ ଲୁଗାପଟା ସୁରକ୍ଷା କରେ, ସେ ଭାଗ୍ୟବାନ। ଉଲଙ୍ଗ ହୋଇ ବିଚରଣ କରିବା ଦ୍ୱାରା ତାକୁ ଲଜ୍ଜା ପାଇବାକୁ ପଡ଼ିବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
“ଦେଖ! ମୁଁ ଗୋଟିଏ ଗ୍ଭେର ଭଳି ଆସିବି। ଯେ ମୋ’ ଅପେକ୍ଷାରେ ଗ୍ଭହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସେହି ଲୋକ ସୁଖୀ। ତେବେ ତାହାକୁ ଉଲଗ୍ନ ହୋଇ ଗ୍ଭଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।’’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; “ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଗ୍ନ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಆಯ್ಕಾ! ಮಿಯಾ ಎಕ್ ಚೊರಾಚ್ಯಾ ಸರ್ಕೆ ಯೆವ್ಲಾಲಾ ಅಪ್ನಿ ಲೊಕಾತ್ನಿ ನಾಗ್ಡೆ ಫಿರುನ್ ಅಪ್ನಾಚಿ ಮರ್ಯಾದ್ ಕಾಡುನ್ ಘೆಯ್ನಸ್ತಾನಾ ರ್ಹಾವ್ಸಾಟ್ನಿ ಮನುನ್ ಜಾಗೆ ರಾವ್ನ್ ಅಪ್ನಾಚೆ ಕಪ್ಡೆ ರಾಕುಂಗೆತ್ ರ್ಹಾತಲಿ ಲೊಕಾ ಕವ್ಡಿ ಸುಖಿ”.