Revelation 16:17 — Compare Translations
7 translations compared side by side
Odia - 1840
"ତା'ପରେ ସପ୍ତମ ଦୂତ ତାହାଙ୍କ ପାତ୍ରକୁ ବାଯୁ ରେ ଢ଼ାଳିଲେ ଓ ମନ୍ଦିର ଭିତରୁ ସିଂହାସନଠାରୁ ଗୋଟିଏ ଉଚ୍ଚ ସ୍ବର ଆସିଲା। ସହେି ସ୍ବର କହିଲା, ଏହା ସମାପ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ଵର ହେଲା, ସମାପ୍ତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ସପ୍ତମ ଦୂତ ତାଙ୍କ ପାତ୍ରର ସାମଗ୍ରୀକୁ ବାୟୁମଣ୍ଡଳରେ ନିକ୍ଷେପ କଲେ। ତହୁଁ ମନ୍ଦିରରେ ଥିବା ସିଂହାସନରୁ ଉଚ୍ଚ ସ୍ୱରରେ ଗୋଟିଏ ବାଣୀ ଶୁଣାଗଲା: “କାର୍ଯ୍ୟ ସମ୍ପାଦିତ ହୋଇଛି।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସପ୍ତମ ଦୂତ ତାହାଙ୍କ ପାତ୍ରକୁ ବାୟୁରେ ଢାଳିଲେ ଓ ମନ୍ଦିର ଭିତରୁ ସିଂହାସନଠାରୁ ଗୋଟିଏ ଉଚ୍ଚ ସ୍ୱର ଆସିଲା। ସେହି ସ୍ୱର କହିଲା, “ଏହା ସମାପ୍ତ ହେଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚସ୍ୱର ହେଲା, ସମାପ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ୱର ହେଲା, ସମାପ୍ତ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಸಾತ್ವೆಚ್ಯಾ ದೆವಾಚ್ಯಾ ದುತಾನ್ ಅಪ್ನಾಚ್ಯಾ ಕಟೊರ್ಯಾತ್ಲೆ ವಾರ್ಯಾತ್ ವೊತ್ಲ್ಯಾನ್. ತನ್ನಾ ದೆವಾಚ್ಯಾಗುಡಿತ್ ಸಿವಾಸನಾ ವೈನಾ,“ಸರುನ್ ಗೆಲೆ!” ಮನ್ತಲೊ ಎಕ್ ಮೊಟೊ ಧನ್ ಆಯಿಕ್ಲೊ.