Revelation 16:18 — Compare Translations

7 translations compared side by side

Odia - 1840
"ତା'ପରେ ସଠାେରେ ବିଜୁଳି ଚମକିଲା, କୋଳାହଳ, ବଜ୍ରନାଦ ଓ ଏକ ଭୟଙ୍କର ଭୂମିକମ୍ପ ହେଲା। ଏଭଳି ଭୟଙ୍କର ଭୂମିକମ୍ପ ମନୁଷ୍ଯ ଇତିହାସ ରେ କବେେ ହାଇେ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ଵର ଓ ବଜ୍ରଧ୍ଵନି ହେଲା, ପୁଣି ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ମହା ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତତ୍‌କ୍ଷଣାତ୍ ବିଦ୍ୟୁତ୍ ଚମକିଲା, ବଜ୍ରନାଦ ଓ ଏକ ପ୍ରଚଣ୍ଡ ଭୂମିକମ୍ପ ହେଲା। ମନୁଷ୍ୟ ସୃଷ୍ଟିର ଆରମ୍ଭରୁ ଏପରି ଭୂମିକମ୍ପ କେବେ ହୋଇ ନାହିଁ; ଏହା ଥିଲା ସବୁଠାରୁ ଭୟାବହ ଭୂମିକମ୍ପ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେଠାରେ ବିଜୁଳି ଚମକିଲା, କୋଳାହଳ, ବଜ୍ରନାଦ ଓ ଏକ ଭୟଙ୍କର ଭୂମିକମ୍ପ ହେଲା। ଏଭଳି ଭୟଙ୍କର ଭୂମିକମ୍ପ ମନୁଷ୍ୟ ଇତିହାସରେ କେବେ ହୋଇ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜಿಮ್ನಿರ್ ಮಿಂಚ್‍ ಮಾರುಕ್‍ಲಾಗ್ಲೆ, ಅವಾಜಾ ಹೊವ್ಕ್‌ ಲಾಗ್ಲಿ, ಗುಡ್ಗುಡ್ಯಾಚೊ ಅವಾಜ್ ಹೊವ್ಕ್ ಲಾಗ್ಲೊ, ಲೈ ಮೊಟೆ ಭುಕಂಪ್ ಹೊಲೆ ಮಾನ್ಸಾಕ್ನಿ ರಚುನ್ ಹೊಲ್ಲ್ಯಾಕ್ನಾ ಅಜುನ್ ಪತರ್ ಅಸ್ಲೆ ಭುಕಂಪ್ ಕನ್ನಾಬಿ ಹೊವ್ಕ್ ನತ್ತೆ: ಹೆ ಸಗ್ಳ್ಯಾ ಭುಕಂಪಾಚ್ಯಾನ್ಕಿ ಮೊಟೆ ಭುಕಂಪ್!