Revelation 16:19 — Compare Translations

7 translations compared side by side

Odia - 1840
"ମହାନଗରୀ ତିନି ଭାଗ ରେ ବିଭକ୍ତ ହେଲା। ଦେଶଗୁଡ଼ିକର ନଗରସବୁ ନଷ୍ଟ ହାଇଗେଲା। ପରମେଶ୍ବର ମହାନଗରୀ ବାବିଲୋନକୁ ଦଣ୍ଡ ଦବୋପାଇଁ ଭୁଲିଲେ ନାହିଁ। ସେ ତାହାକୁ ତାହାଙ୍କର ପ୍ରଚଣ୍ଡ କୋରଧରୂପ ମଦିରାପାତ୍ରରୁ ପାନ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ବିଜାତିମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ଵର ଆପଣା ପ୍ରଚଣ୍ତ କ୍ରୋଧ-ରୂପ ମଦିରାପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମହାନଗରୀ ତିନି ଖଣ୍ଡରେ ବିଭକ୍ତ ହେଲା, ପୃଥିବୀର ସମସ୍ତ ନଗର ଧ୍ୱଂସ ପାଇଗଲା। ଈଶ୍ୱର ମହାନଗର ବାବିଲନ୍‌ଙ୍କୁ ଭୁଲି ନ ଥିଲେ। ସେ ତାଙ୍କ ପାନପାତ୍ରରୁ ତାଙ୍କର ପ୍ରଚଣ୍ଡ କ୍ରୋଧରୂପ ସୁରା ତାକୁ ପାନ କରାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ମହାନଗରୀ ତିନି ଭାଗରେ ବିଭକ୍ତ ହେଲା। ଦେଶଗୁଡ଼ିକର ନଗରସବୁ ନଷ୍ଟ ହୋଇଗଲା। ପରମେଶ୍ୱର ମହାନଗରୀ ବାବିଲୋନକୁ ଦଣ୍ଡ ଦେବା ପାଇଁ ଭୁଲିଲେ ନାହିଁ। ସେ ତାହାକୁ ତାହାଙ୍କର ପ୍ରଚଣ୍ଡ କ୍ରୋଧରୂପ ମଦିରା ପାତ୍ରରୁ ପାନ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୁଦୀମାନଙ୍କର ନଗରସମୂହ ଭୂମିସାତ୍‍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ବର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୂଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ୱର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಟೆ ಶಾರ್ ತಿನ್ ಭಾಗಾ ಹೊವ್ನ್ ಎಗಳ್ಳೆ ಅನಿ ಸಗ್ಳ್ಯಾ ದೆಶಾಂಚಿ ಶಾರಾ ನಾಸ್ ಹೊವ್ನ್ ಗೆಲಿ. ದೆವಾನ್ ಬಾಬಿಲೊನಾಚಿ ಯಾದ್ ಕರ್ಲ್ಯಾನ್, ಅನಿ ತಿಕಾ ಅಪ್ನಾಚ್ಯಾ ಮೊಟ್ಯಾ ರಾಗಾಚ್ಯಾ ಆಯ್ದಾನಾತ್ಲೆ ವಾಯ್ನ್ ಫಿವ್ಕ್ ದಿಲ್ಯಾನ್.