Revelation 16:2 — Compare Translations
7 translations compared side by side
Odia - 1840
"ତହୁଁ ପ୍ରଥମ ଦୂତ ମନ୍ଦିରରୁ ବାହାରି ପୃଥିବୀ ଉପରେ ତାହାଙ୍କ ପାତ୍ରକୁ ଢ଼ାଳି ଦେଲେ। ତା'ପରେ ଯେଉଁମାନେ ସହେି ପଶୁର ଚିହ୍ନ ଧାରଣ କରିଥିଲେ ଓ ତା'ର ପ୍ରତିମାକୁ ପୂଜା କରୁଥିଲେ, ସମାନଙ୍କେର ଶରୀର ରେ ଅତି କଷ୍ଟଦାୟକ ଓ ସାଂଘାତିକ ଧରଣର ଘା ବାହାରି ପଡ଼ିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି କଷ୍ଟଦାୟକ ବିସ୍ପୋଟକ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଶୁଣି ପ୍ରଥମ ଦୂତ ଯାଇ ତାଙ୍କ ପାତ୍ରରେ ଯାହା ଥିଲା, ପୃଥିବୀ ଉପରେ ଢ଼ାଳି ଦେଲେ। ସଙ୍ଗେ ସଙ୍ଗେ ଯେଉଁମାନେ ପଶୁର ଚିହ୍ନ ଧାରଣ କରିଥିଲେ ଓ ତାହାର ପ୍ରତିମୂର୍ତ୍ତିକୁ ପୂଜା କରିଥିଲେ, ସେମାନଙ୍କ ଶରୀରରେ ଭୀଷଣ ଯନ୍ତ୍ରଣାଦାୟକ ବିସ୍ଫୋଟକ ବାହାରି ପଡ଼ିଲା।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ପ୍ରଥମ ଦୂତ ମନ୍ଦିରରୁ ବାହାରି ପୃଥିବୀ ଉପରେ ତାହାଙ୍କ ପାତ୍ରକୁ ଢାଳି ଦେଲେ। ତା’ପରେ ଯେଉଁମାନେ ସେହି ପଶୁର ଚିହ୍ନ ଧାରଣ କରିଥିଲେ ଓ ତା’ର ପ୍ରତିମାକୁ ପୂଜା କରୁଥିଲେ, ସେମାନଙ୍କର ଶରୀରରେ ଅତି କଷ୍ଟଦାୟକ ଓ ସାଂଘାତିକ ଧରଣର ଘା ବାହାରି ପଡ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಯ್ಲೆಚೊ ದೆವಾಚೊ ದುತ್ ಗೆಲೊ, ಅನಿ ತೆನಿ ಅಪ್ನಾಕ್ಲ್ಯಾ ಕಟೊರ್ಯಾತ್ಲೆ ಜಗಾವರ್ತಿ ವೊತ್ಲ್ಯಾನ್. ತನ್ನಾ ಭಯಾನಕ್ ಜನಾವರ್ ಅನಿ ತ್ಯೆಚ್ಯಾ ಮುರ್ತಿಯಾಂಚೆ ಆರಾದನ್ ಕರಲ್ಲ್ಯಾಂಚ್ಯಾ ಅಂಗಾ ವೈನಿ ವಾಯ್ಟ್ ಬುರ್ಶಿ ದುಕ್ಕಾ ಉಟ್ಲಿ.