Revelation 16:3 — Compare Translations

7 translations compared side by side

Odia - 1840
"ଦ୍ବିତୀୟ ଦୂତ ତାହାଙ୍କ ପାତ୍ରକୁ ସମୁଦ୍ର ଉପରେ ଢ଼ାଳି ଦେଲେ। ସେଥି ରେ ସମୁଦ୍ର ଜଳ ମୃତ ଲୋକର ରକ୍ତ ପରି ଲାଲ ହାଇଗେଲା। ସମୁଦ୍ର ରେ ଥିବା ସମସ୍ତ ଜୀବନ୍ତ ପ୍ରାଣୀ ମରିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ଦ୍ୱିତୀୟ ଦୂତ ତାଙ୍କ ପାତ୍ରଟିକୁ ସମୁଦ୍ର ଉପରେ ଅଜାଡ଼ି ଦେଲେ। ସମୁଦ୍ର ଜଳ ମୃତ ବ୍ୟକ୍ତିର ରକ୍ତ ପରି ହୋଇଗଲା ଓ ସମୁଦ୍ରର ସମସ୍ତ ପ୍ରାଣୀ ମରିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ଦୂତ ତାହାଙ୍କ ପାତ୍ରକୁ ସମୁଦ୍ର ଉପରେ ଢାଳି ଦେଲେ। ସେଥିରେ ସମୁଦ୍ର ଜଳ ମୃତ ଲୋକର ରକ୍ତ ପରି ଲାଲ ହୋଇଗଲା। ସମୁଦ୍ରରେ ଥିବା ସମସ୍ତ ଜୀବନ୍ତ ପ୍ରାଣୀ ମରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ।
Odia IRV 2017 (ଓଡିଆ ବାଇବେଲ)
ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ದೊನ್ವೆಚ್ಯಾ ದೆವಾಚ್ಯಾ ದುತಾನ್ ಅಪ್ನಾಚ್ಯಾ ಕಟೊರ್‍ಯಾತ್ಲೆ ಸಮುಂದರಾಚ್ಯಾ ವರ್ತಿ ವೊತ್ಲ್ಯಾನ್, ತನ್ನಾ ಪಾನಿ ಎಕ್ ಮರಲ್ಲ್ಯಾ ಮಾನ್ಸಾಚ್ಯಾ ರಗ್ತಾಚ್ಯಾ ಸರ್ಕೆ ಹೊವ್ನ್ ಬದಲ್ಲೆ, ಅನಿ ಸಮುಂದರಾತ್ ರ್‍ಹಾತಲಿ ಸಗ್ಳಿ ಸಾವ್ಜಾ ಮರುನ್ ಗೆಲಿ.