Revelation 16:4 — Compare Translations
7 translations compared side by side
Odia - 1840
"ତୃତୀୟ ସ୍ବର୍ଗ ଦୂତ ତାହାଙ୍କ ପାତ୍ରକୁ ନଦୀ ଓ ଜଳ ନିର୍ଝରଗୁଡ଼ିକ ଉପରେ ଢ଼ାଳିଲେ। ନଦୀ ଓ ଜଳ ନିର୍ଝରଗୁଡ଼ିକର ଜଳ ରକ୍ତ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହିସବୁ ରକ୍ତ ହୋଇଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ତୃତୀୟ ଦୂତଙ୍କ ପାତ୍ରରେ ଯାହା ଥିଲା, ତାହା ସେ ନଦୀ ଓ ଝରଣାଗୁଡ଼ିକ ଉପରେ ଢ଼ାଳିଦେଲେ ଏବଂ ସେ ସବୁର ଜଳ ରକ୍ତରେ ପରିଣତ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ତୃତୀୟ ସ୍ୱର୍ଗ ଦୂତ ତାହାଙ୍କ ପାତ୍ରକୁ ନଦୀ ଓ ଜଳ ନିର୍ଝରଗୁଡ଼ିକ ଉପରେ ଢାଳିଲେ। ନଦୀ ଓ ଜଳ ନିର୍ଝରଗୁଡ଼ିକର ଜଳ ରକ୍ତ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହିସବୁ ରକ୍ତ ହୋଇଗଲା।
Odia IRV 2017 (ଓଡିଆ ବାଇବେଲ)
ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହି ସବୁ ରକ୍ତ ହୋଇଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತಿನ್ವ್ಯಾ ದೆವಾಚ್ಯಾ ದುತಾನ್ ಅಪ್ನಾಚ್ಯಾ ಕಟೊರ್ಯಾತ್ಲೆ ನ್ಹಯಾಂಚ್ಯಾ ವರ್ತಿ ಅನಿ ಪಾನಿಯಾಂಚ್ಯಾ ಝರ್ಯಾಂಚ್ಯಾ ವರ್ತಿ ವೊತ್ಲ್ಯಾನ್. ತನ್ನಾ ತೆ ಸಗ್ಳೆ ರಗಾತ್ ಹೊವ್ನ್ ಬದಲ್ಲೆ.