Revelation 16:5 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ଜଳ ସମୂହର ଅଧିକାରୀ ଦୂତଙ୍କୁ ପରମେଶ୍ବରଙ୍କୁ କହିବାର ଶୁଣିଲି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଭୂତ, ପୁଣି ପବିତ୍ର ଯେ ତୁମ୍ଭେ, ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ମୁଁ ଶୁଣିଲି, ଜଳର ଦାୟିତ୍ୱରେ ଥିବା ଦୂତ କହୁଛନ୍ତି: “ତୁମେ ପବିତ୍ର, ତୁମେ ବର୍ତ୍ତମାନ ଓ ଅତୀତ; ତୁମେ ଯଥାର୍ଥ ବିଚାର କରିଛ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଜଳ ସମୂହର ଅଧିକାରୀ ଦୂତଙ୍କୁ ପରମେଶ୍ୱରଙ୍କୁ କହିବାର ଶୁଣିଲି: “ହେ ପବିତ୍ର ପରମେଶ୍ୱର, ତୁମ୍ଭେ ହିଁ କେବଳ ଅତୀତରେ ସର୍ବଦା ଥିଲ ଓ ବର୍ତ୍ତମାନ ଅଛ। ତୁମ୍ଭେ ଏହି ବିଗ୍ଭର କରିବା ଦ୍ୱାରା ନ୍ୟାୟ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, “ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ, ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛ;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾನಿಯಾಚ್ಯಾ ವರ್ತಿ ಅದಿಕಾರ್ ಅಸಲ್ಲ್ಯಾ ದೆವಾಚ್ಯಾ ದುತಾನ್, “ತಿಯಾ ಕರಲ್ಲೊ ನಿರ್ನಯ್ ಸಮಾ ಹಾಯ್, ಯೆ ಪವಿತ್ರ್ ಅಸಲ್ಲ್ಯಾ, ತಿಯಾಚ್ ತೊ ಅತ್ತಾ ಅಸಲ್ಲೊ, ಅನಿ ಅದ್ದಿ ಅಸಲ್ಲೊ!