Revelation 16:7 — Compare Translations
7 translations compared side by side
Odia - 1840
"ମୁଁ ବଦେୀକୁ ଏହା କହିବାର ଶୁଣିଲି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୁଁ ବେଦି ଏହା କହିବାର ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ମୁଁ ଦେବାରୁ ଗୋଟିଏ କଣ୍ଠସ୍ୱର ଶୁଣିଲି, “ପ୍ରଭୁ ସର୍ବଶକ୍ତିମାନ ଈଶ୍ୱର! ତୁମର ବିଚାର ଯଥାର୍ଥ ଓ ନ୍ୟାୟସଙ୍ଗତ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବେଦୀକୁ ଏହା କହିବାର ଶୁଣିଲି, “ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର ହଁ, ତୁମ୍ଭର ବିଗ୍ଭରଗୁଡ଼ିକ ସତ୍ୟ ଓ ନ୍ୟାୟସଙ୍ଗତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, “ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಆಲ್ತಾರಿಕ್ನಾ ಮಿಯಾ ಎಕ್ ಅವಾಜ್ ಆಯಿಕ್ಲೊ, ತೊ, “ಸರ್ವೆಸ್ವರಾ ಸಗ್ಳ್ಯಾನಿಕಿ ದೆವಾ! ತಿಯಾ ಕರಲ್ಲ್ಯಾ ನಿರ್ನಯಾತ್ನಿ ನ್ಯಾಯ್ ಅನಿ ಖರೆ ಹಾಯ್!” ಮನುಲಾಗಲ್ಲೊ.