Revelation 16:8 — Compare Translations
7 translations compared side by side
Odia - 1840
"ଏହାପରେ ଚତୁର୍ଥ ଦୂତ ତାହାଙ୍କ ପାତ୍ର ସୂର୍ୟ୍ଯଙ୍କ ଉପରେ ଢ଼ାଳିଲେ। ସେଥି ରେ ସୂର୍ୟ୍ଯକୁ, ମନୁଷ୍ଯମାନଙ୍କୁ ଅଗ୍ନି ରେ ପୋଡ଼ି ଦବୋର କ୍ଷମତା ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ଚତୁର୍ଥ ଦୂତ ତାଙ୍କର ପାତ୍ରରେ ଥିବା ଦ୍ରବ୍ୟକୁ ସୂର୍ଯ୍ୟ ଉପରେ ଢ଼ାଳି ଦେଲେ। ଫଳରେ ସୂର୍ଯ୍ୟତାପ ଅତି ପ୍ରଚଣ୍ଡ ହୋଇ ଲୋକମାନଙ୍କୁ ଜାଳିପୋଡ଼ି ଦେଲା।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଚତୁର୍ଥ ଦୂତ ତାହାଙ୍କ ପାତ୍ର ସୂର୍ଯ୍ୟଙ୍କ ଉପରେ ଢାଳିଲେ। ସେଥିରେ ସୂର୍ଯ୍ୟକୁ, ମନୁଷ୍ୟମାନଙ୍କୁ ଅଗ୍ନିରେ ପୋଡ଼ି ଦେବାର କ୍ଷମତା ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಚಾರ್ವೆಚ್ಯಾ ದೆವಾಚ್ಯಾ ದುತಾನ್ ಅಪ್ನಾಚ್ಯಾ ಕಟೊರ್ಯಾತ್ಲೆ ದಿಸಾಚ್ಯಾ ವರ್ತಿ ವೊತ್ಲ್ಯಾನ್, ತನ್ನಾ ತ್ಯೆಚ್ಯಾ ಝಳಾನ್ ಲೊಕಾಕ್ನಿ ಜಾಳ್ವುನ್ ಟಾಕ್ತಲಿ ಪರವಾನ್ಗಿ ತೆಕಾ ದಿವ್ನ್ ಹೊಲ್ಲಿ.