Revelation 16:9 — Compare Translations

7 translations compared side by side

Odia - 1840
"ଲୋକମାନେ ପ୍ରଚଣ୍ଡ ଉତ୍ତାପରେ ଜଳି ପୋଡ଼ିଗଲେ। ସମାନେେ ପରମେଶ୍ବରଙ୍କ ନାମକୁ ଅଭିଶାପ ଦେଲେ। କାରଣ ତାହାଙ୍କର କବଳେ ଏହି ସମସ୍ତ ମହାମାରୀ ଉପରେ ନିୟନ୍ତ୍ରଣର ଅଧିକାର ଥିଲା। ସମାନେେ ସମାନଙ୍କେର ହୃଦୟ ଓ ଜୀବନ ପରିବର୍ତ୍ତନ କଲେ ନାହିଁ କି, ପରମେଶ୍ବରଙ୍କ ମହିମା ଗାନ ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ଵରଙ୍କର ଏହିସମସ୍ତ କ୍ଳେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନ ପରିବର୍ତ୍ତନ କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିରେ ସେମାନେ ଉତ୍ତ୍ୟକ୍ତ ହୋଇ ଈଶ୍ୱରଙ୍କୁ ଅଭିଶାପ ଦେଲେ; କିନ୍ତୁ ମନ ପରିବର୍ତ୍ତନ କରି ତାଙ୍କର ମହିମା ସ୍ୱୀକାର କଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପ୍ରଚଣ୍ଡ ଉତ୍ତାପରେ ଜଳି ପୋଡ଼ିଗଲେ। ସେମାନେ ପରମେଶ୍ୱରଙ୍କ ନାମକୁ ଅଭିଶାପ ଦେଲେ। କାରଣ ତାହାଙ୍କର କେବଳ ଏହି ସମସ୍ତ ମହାମାରୀ ଉପରେ ନିୟନ୍ତ୍ରଣର ଅଧିକାର ଥିଲା। ସେମାନେ ସେମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କଲେ ନାହିଁ କି, ପରମେଶ୍ୱରଙ୍କ ମହିମା ଗାନ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମନୁଷ୍ୟମାନେ ମହାତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ବରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନ-ପରିବର୍ତ୍ତନ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ୱରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନପରିବର୍ତ୍ତନ କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಮೊಟ್ಯಾ ಝಳಾಕ್ ಜಳುಲಾಲ್ಯಾರ್‍ಬಿ ಹ್ಯಾ ತರಾಸಾಂಚ್ಯಾ ವರ್ತಿ ಅದಿಕಾರ್ ಹೊತ್ತ್ಯಾ ದೆವಾಕ್ ತ್ಯಾ ಲೊಕಾನಿ ಸರಾಪ್ಲ್ಯಾನಿ. ತೆನಿ ಅಪ್ನಾಚ್ಯಾ ಪಾಪಾಚ್ಯಾ ಜಿವನಾತ್ನಾ ಭಾಯ್ರ್ ಯೆವ್ನ್ ದೆವಾಚ್ಯಾ ಮೊಟೆಪಾನಾಚಿ ಸುತ್ತಿ ಕರುಕ್‍ನ್ಯಾತ್.