Revelation 17:1 — Compare Translations

7 translations compared side by side

Odia - 1840
"ସାତଦୂତଙ୍କ ମଧ୍ଯରୁ ଯେଉଁମାନେ ସାତାଟେି ପାତ୍ର ଧାରଣ କରିଥିଲେ, ସମାନଙ୍କେ ମଧ୍ଯରୁ ଜଣେ ମାେ ନିକଟକୁ ଆସି ମାେତେ କହିଲେ, ଆସ ପ୍ରସିଦ୍ଧ ବେଶ୍ଯାକୁ କ'ଣ ଦଣ୍ଡ ଦିଆୟିବ, ତାହା ମୁଁ ତୁମ୍ଭକୁ ଦଖାଇବେି। ସେ ବହୁତ ଜଳରାଶି ଉପରେ ବସିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହାବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତ ମଧ୍ୟରୁ ଜଣେ ମୋ’ ନିକଟକୁ ଆସି କହିଲେ, “ଆସ! ଏକାଧିଖ ନଦୀ ନିକଟରେ ନିର୍ମିତ ବେଶ୍ୟା ସଦୃଶ ସେହି ମହାନଗରୀ କି ଶାସ୍ତି ପାଇବ, ତାହା ଦେଖାଇବି।
Odia Bible ERV 2004 (ପବିତ୍ର ବାଇବଲ)
ପଶୁ ଉପରେ ନାରୀ ସାତଦୂତଙ୍କ ମଧ୍ୟରୁ ଯେଉଁମାନେ ସାତୋଟି ପାତ୍ର ଧାରଣ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମୋ’ ନିକଟକୁ ଆସି ମୋତେ କହିଲେ, “ଆସ ପ୍ରସିଦ୍ଧ ବେଶ୍ୟାକୁ କ’ଣ ଦଣ୍ଡ ଦିଆଯିବ, ତାହା ମୁଁ ତୁମ୍ଭକୁ ଦେଖାଇବି। ସେ ବହୁତ ଜଳରାଶି ଉପରେ ବସିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸಾತ್ ಕಟೊರೆ ಧರಲ್ಲ್ಯಾ ಸಾತ್ ದೆವ್‍ದುತಾನಿತ್ಲೊ ಎಕ್ಲೊ ಮಾಜ್ಯಾಕ್ಡೆ ಯೆಲೊ, ಅನಿ “ಯೆ, ಮಿಯಾ ತುಕಾ ಎಕ್ ಸಗ್ಳ್ಯಾಕ್ಡೆ ಗೊತ್ತ್ ಹೊತ್ತ್ಯಾ ವೆಭಿಚಾರ್ ಕರ್ತಲ್ಯಾ ಬಾಯ್ಕೊಮನ್ಸಿಕ್ ಶಿಕ್ಷಾ ದಿತಲೆ ದಾಕ್ವುತಾ, ತೆ ಶಾರ್ ಸುಮಾರ್ ನ್ಹಯಾಂಚ್ಯಾ ಜಗ್ಗೊಳ್ ಭಾಂದಲ್ಲೆ ಹಾಯ್.