Revelation 17:10 — Compare Translations
7 translations compared side by side
Odia - 1840
"ଏହା ଭିତରୁ ପାଞ୍ଚ ଜଣ ରାଜା ମରିସାରିଲଣେି। ଜଣେ ରାଜା ବର୍ତ୍ତମାନ ବଞ୍ଚିଛନ୍ତି ଏବଂ ଶଷେ ରାଜା ଆସୁଛନ୍ତି। ସେ ଯେତବେେଳେ ଆସିବେ, ସେ ଅଳ୍ପ ସମୟ ପାଇଁ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସପ୍ତ ମସ୍ତକ ମଧ୍ୟ ସପ୍ତ ରାଜାଙ୍କୁ ବୁଝାଏ, ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ପତିତ ହୋଇଅଛନ୍ତି, ଜଣେ ବର୍ତ୍ତମାନ ଅଛି, ଆଉ ଜଣେ ଏପର୍ଯ୍ୟନ୍ତ ଆସି ନାହିଁ, ସେ ଆସିଲେ ଅଳ୍ପ କାଳ ମାତ୍ର ରହିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କ ପତନ ହୋଇ ସାରିଛି। ଜଣେ ଏବେ ରାଜତ୍ୱ କରୁଛି, ଅନ୍ୟଜଣକ ଏ ପର୍ଯ୍ୟନ୍ତ ଆସି ନାହିଁ। ସେ ଆସି କେବଳ ଅଳ୍ପ ସମୟ ପର୍ଯ୍ୟନ୍ତ ରାଜତ୍ୱ କରିବ
Odia Bible ERV 2004 (ପବିତ୍ର ବାଇବଲ)
ଏହା ଭିତରୁ ପାଞ୍ଚ ଜଣ ରାଜା ମରିସାରିଲେଣି। ଜଣେ ରାଜା ବର୍ତ୍ତମାନ ବଞ୍ଚିଛନ୍ତି ଏବଂ ଶେଷ ରାଜା ଆସୁଛନ୍ତି। ସେ ଯେତେବେଳେ ଆସିବେ, ସେ ଅଳ୍ପ ସମୟ ପାଇଁ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସପ୍ତ ମସ୍ତକ ମଧ୍ୟ ସପ୍ତ ରାଜାଙ୍କୁ ବୁଝାଏ, ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ପତିତ ହୋଇଅଛନ୍ତି, ଜଣେ ବର୍ତ୍ତମାନ ଅଛି, ଆଉ ଜଣେ ଏପର୍ଯ୍ୟନ୍ତ ଆସି ନାହିଁ, ସେ ଆସିଲେ ଅଳ୍ପ କାଳ ମାତ୍ର ରହିବ।
Odia IRV 2017 (ଓଡିଆ ବାଇବେଲ)
ସେହି ସପ୍ତ ମସ୍ତକ ମଧ୍ୟ ସପ୍ତ ରାଜାଙ୍କୁ ବୁଝାଏ, ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ପତିତ ହୋଇଅଛନ୍ତି, ଜଣେ ବର୍ତ୍ତମାନ ଅଛି, ଆଉ ଜଣେ ଏପର୍ଯ୍ୟନ୍ତ ଆସି ନାହିଁ, ସେ ଆସିଲେ ଅଳ୍ପ କାଳ ମାତ୍ର ରହିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯೆಂಚ್ಯಾತ್ಲೆ ಪಾಂಚ್ ರಾಜಾ ಪಡುನ್ ಗೆಲ್ಯಾತ್, ಎಕ್ಲೊ ಅಜುನ್ ರಾಜ್ ಚಾಲ್ವುಲಾಲಾ ಅನಿ ತೊ ಅನಿ ಎಕ್ಲೊ ಅಜುನ್ ಯೆವ್ಕ್ ನಾ; ತೊ ಯೆಲ್ಲ್ಯಾ ತನ್ನಾ ಖಾಲಿ ಉಲ್ಲೊಸೊ ಎಳ್ ಎವ್ಡೊಚ್ ಅಪ್ನಾಚೊ ರಾಜ್ ಚಾಲ್ವುತಾ.