Revelation 17:12 — Compare Translations
7 translations compared side by side
Odia - 1840
"ତୁମ୍ଭେ ଯେଉଁ ଦଶଶିଙ୍ଗ ଦେଖିଲ, ତାହା ଦଶଜଣ ରାଜା। ଏହି ଦଶଜଣ ରାଜା ଏ ପର୍ୟ୍ଯନ୍ତ ରାଜ ଭଳି ରାଜ୍ଯ ପାଇ ନାହାଁନ୍ତି। କିନ୍ତୁ ସମାନେେ ସହେି ପଶୁ ସହିତ ଗୋଟିଏ ଘଣ୍ଟା ପର୍ୟ୍ଯନ୍ତ ଶାସନ କରିବା ପାଇଁ କ୍ଷମତା ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମେ ଦେଖିଥିବା ଦଶଟି ଶୃଙ୍ଗ, ଦଶଟି ରାଜାଙ୍କର ପ୍ରତୀକ, ସେମାନେ ଏ ପର୍ଯ୍ୟନ୍ତ ରାଜତ୍ୱ କରି ନାହାଁନ୍ତି। କିନ୍ତୁ ପଶୁ ସଙ୍ଗରେ ରାଜତ୍ୱ କରିବା ନିମନ୍ତେ ଗୋଟିଏ ଘଣ୍ଟା ପାଇଁ ସେମାନଙ୍କୁ କ୍ଷମତା ଦିଆଯିବ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଯେଉଁ ଦଶଶିଙ୍ଗ ଦେଖିଲ, ତାହା ଦଶ ଜଣ ରାଜା। ଏହି ଦଶ ଜଣ ରାଜା ଏ ପର୍ଯ୍ୟନ୍ତ ରାଜ ଭଳି ରାଜ୍ୟ ପାଇ ନାହାନ୍ତି। କିନ୍ତୁ ସେମାନେ ସେହି ପଶୁ ସହିତ ଗୋଟିଏ ଘଣ୍ଟା ପର୍ଯ୍ୟନ୍ତ ଶାସନ କରିବା ପାଇଁ କ୍ଷମତା ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଯେଉଁ ଦଶ ଶୃଙ୍ଗ ଦେଖିଲ, ଏହିସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଯେଉଁ ଦଶ ଶିଙ୍ଗ ଦେଖିଲ, ଏହି ସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାଁନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತಿಯಾ ಬಗಲ್ಲಿ ಶಿಂಗಾ ಮಟ್ಲ್ಯಾರ್ ಅಜುನ್ ರಾಜ್ ಚಾಲ್ವುಕ್ ಯೆಯ್ನಸಲ್ಲೆ ಧಾ ರಾಜಾ, ಖರೆ ಭಯಾನಕ್ ಜನಾವಾರಾಕ್ಬಿ ಎಕ್ ತಾಸ್ ರಾಜ್ ಚಾಲ್ವುತಲೊ ಆಧಿಕಾರ್ ದಿವ್ನ್ ಹೊತಾ.