Revelation 17:13 — Compare Translations

7 translations compared side by side

Odia - 1840
"ଏହି ଦଶଜଣ ରାଜାଙ୍କର ଉଦ୍ଦେଶ୍ଯ ସମାନ। ସମାନେେ ସମାନଙ୍କେର କ୍ଷମତା ଓ ଅଧିକାର ସହେି ପଶୁକୁ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଦଶ ଜଣ ରାଜାଙ୍କର ଉଦ୍ଦେଶ୍ୟ ଏକ। ସେମାନେ ନିଜର ସମସ୍ତ ଶକ୍ତି ଓ କ୍ଷମତା ପଶୁକୁ ସମର୍ପଣ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଦଶ ଜଣ ରାଜାଙ୍କର ଉଦ୍ଦେଶ୍ୟ ସମାନ। ସେମାନେ ସେମାନଙ୍କର କ୍ଷମତା ଓ ଅଧିକାର ସେହି ପଶୁକୁ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಧಾ ಜಾನಾಂಚೊ ಉದ್ದೆಸ್‍ಬಿ ಎಕುಚ್, ಅನಿ ತೆನಿ ಅಪ್ನಾಚೊ ಬಳ್ ಅನಿ ಅಧಿಕಾರ್ ತ್ಯಾ ಭಯಾನಕ್ ಜನಾವಾರಾಕ್ ದಿತ್ಯಾತ್.