Revelation 17:14 — Compare Translations
7 translations compared side by side
Odia - 1840
"ସମାନେେ ମଷେପାଳକଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ। କିନ୍ତୁ ମଷେଶାବକ ସମାନଙ୍କେୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡ଼ାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ବସ୍ତ ଅନୁଗାମୀମାନଙ୍କ ସହିତ ମିଶି ସମାନଙ୍କେୁ ପରାସ୍ତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତହ ଓ ବିଶ୍ଵସ୍ତ ଲୋକମାନେ ମଧ୍ୟ ଜୟ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ମେଷଶାବକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ; କିନ୍ତୁ ମେଷଶାବକ ତାଙ୍କର ଆହୂତ, ମନୋନୀତ, ଅନୁଗତ ଓ ବିଶ୍ୱସ୍ତ ଲୋକମାନଙ୍କ ସାହାଯ୍ୟରେ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମେଷପାଳକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ। କିନ୍ତୁ ମେଷଶାବକ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ୱସ୍ତ ଅନୁଗାମୀମାନଙ୍କ ସହିତ ମିଶି ସେମାନଙ୍କୁ ପରାସ୍ତ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಬೊಕ್ಡಾಚ್ಯಾ ವಿರೊದ್ ಕುಸ್ತಿ ಧರ್ತ್ಯಾತ್; ಖರೆ ಬೊಕ್ಡು ಅಪ್ನಾಚ್ಯಾ ಬಲ್ವಲ್ಲ್ಯಾ, ಎಚುನ್ ಕಾಡಲ್ಲ್ಯಾ ಅನಿ ವಿಶ್ವಾಸಾಚ್ಯಾ ವಾಂಗ್ಡಿಯಾಂಚ್ಯಾ ವಾಂಗ್ಡಾ ತೆಂಕಾ ಹಾರ್ವುನ್ ಸೊಡ್ತಾ, ಕಶ್ಯಾಕ್ ಮಟ್ಲ್ಯಾರ್ ತೊಚ್ ಧನಿಯಾಚೊ ಧನಿ ಅನಿ ರಾಜಾಂಚೊ ರಾಜಾ”.