Revelation 17:15 — Compare Translations
7 translations compared side by side
Odia - 1840
"ତା'ପରେ ସେ ସ୍ବର୍ଗଦୂତ ମାେତେ କହିଲେ, ତୁମ୍ଭେ ଯେଉଁ ଜଳରାଶୀ ଉପରେ ବେଶ୍ଯା ବସୁଥିବାର ଦେଖିଲ, ସହେି ଜଳରାଶୀ ହେଉଛି ବିଭିନ୍ନ ଲୋକ, ବିଭିନ୍ନ ଦେଶ ଓ ଭାଷାମାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ବଂଶ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦୂତ ମୋତେ ଆହୁରି କହିଲେ, “ତୁମେ ଯେଉଁ ଜଳରାଶି ଦେଖିଲ, ଯାହା ଉପରେ ସେହି ବେଶ୍ୟା ବସିଛି, ତାହା ହେଉଛି ଭିନ୍ନ ରାଷ୍ଟ୍ର, ଜାତି, ଗୋଷ୍ଠୀ ଓ ଭାଷାଭାଷୀଙ୍କର ସମାବେଶ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ସ୍ୱର୍ଗଦୂତ ମୋତେ କହିଲେ, “ତୁମ୍ଭେ ଯେଉଁ ଜଳରାଶୀ ଉପରେ ବେଶ୍ୟା ବସୁଥିବାର ଦେଖିଲ, ସେହି ଜଳରାଶୀ ହେଉଛି ବିଭିନ୍ନ ଲୋକ, ବିଭିନ୍ନ ଦେଶ ଓ ଭାଷାମାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ದುತಾನ್ ಅಸೆಬಿ ಮಾಕಾ ಸಾಂಗಟ್ಲ್ಯಾನ್, “ತಿ ವ್ಯೆಭಿಚಾರ್ ಕರ್ತಲಿ ಬಾಯ್ಕೊಮನುಸ್ ಬಸಲ್ಲೆ ತಿಯಾ ಬಗ್ತಲೆ ಪಾನಿ ಕಾಯ್ ಮಟ್ಲ್ಯಾರ್, ದೆಶಾ, ಘರಾನ್ಯಾಚೆ ಕುಳಿಯಾ ಅನಿ ಬಾಶಾಂಚಿ ಲೊಕಾ.