Revelation 17:16 — Compare Translations

7 translations compared side by side

Odia - 1840
"ତୁମ୍ଭେ ଯେଉଁ ପଶୁ ଓ ଦଶ ଶିଙ୍ଗ ଦେଖିଲ, ସମାନେେ ସହେି ବେଶ୍ଯାକୁ ଘୃଣା କରିବେ। ସମାନେେ ତା'ର ସବୁ ନଇେଯିବେ ଓ ତାହାକୁ ଉଲଗ୍ନ କରି ଛାଡ଼ି ଦବେେ। ସମାନେେ ତାହାର ଶରୀରର ମାଂସ ଖାଇବେ ଓ ତାହାକୁ ଅଗ୍ନି ରେ ପୋଡ଼ି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଚ୍ଛିନ୍ନ ଓ ଉଲଙ୍ଗ କରିବେ, ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଦେଖିଥିବା ସାତଟି ଶୃଙ୍ଗ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ; ସେମାନେ ତାହାଠାରୁ ତାହାର ସବୁ ଛଡ଼ାଇ ନେଇ ତାକୁ ଉଲଗ୍ନ କରି ଛାଡ଼ିଦେବେ। ସେମାନେ ତାହାର ମାଂସ ଭକ୍ଷଣ କରି, ତାକୁ ଅଗ୍ନିରେ ପକାଇ ଧ୍ୱଂସ କରିଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେଉଁ ପଶୁ ଓ ଦଶ ଶିଙ୍ଗ ଦେଖିଲ, ସେମାନେ ସେହି ବେଶ୍ୟାକୁ ଘୃଣା କରିବେ। ସେମାନେ ତା’ର ସବୁ ନେଇଯିବେ ଓ ତାହାକୁ ଉଲଗ୍ନ କରି ଛାଡ଼ି ଦେବେ। ସେମାନେ ତାହାର ଶରୀରର ମାଂସ ଖାଇବେ ଓ ତାହାକୁ ଅଗ୍ନିରେ ପୋଡ଼ି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଚ୍ଛିନ ଓ ଉଲଗ୍ନ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ଦଶ ଶିଙ୍ଗ ଦେଖିଲ, ସେହି ସବୁ ଓ ସେହି ପଶୁ ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଛିନ୍ନ ଓ ଉଲଙ୍ଗ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಬಗಟಲ್ಲಿ ಧಾ ಶಿಂಗಾ ಅನಿ ತೆ ಭಯಾನಕ್ ಜನಾವರ್ ತ್ಯಾ ವ್ಯೆಭಿಚಾರ್ ಕರ್ತಲಿಚೊ ದ್ವೆಸ್ ಕರ್‍ತ್ಯಾತ್; ತೆನಿ ತಿಚೆಕ್ಡೆ ಹೊತ್ತೆ ಸಗ್ಳೆ ಕಾಡುನ್ ಘೆವ್ನ್ ತಿಕಾ ನಾಗ್ಡೆಚ್ ಸೊಡ್ತ್ಯಾತ್, ತೆನಿ ತಿಚೆ ಮಾಸ್ ಖಾತ್ಯಾತ್ ಅನಿ ತಿಕಾ ಆಗಿನ್‍ ನಾಸ್ ಕರುನ್ ಟಾಕ್ತ್ಯಾತ್.