Revelation 17:18 — Compare Translations
7 translations compared side by side
Odia - 1840
"ତୁମ୍ଭେ ଯେଉଁ ସ୍ତ୍ରୀକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ବ କରୁଥିବା, ସହେି ମହାନଗରୀକୁ ବୁଝାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ଵ କରୁଥିବା ମହାନଗରୀକୁ ବୁଝାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମେ ଯେଉଁ ସ୍ତ୍ରୀ ଲୋକଟିକୁ ଦେଖିଲ, ସେ ହେଉଛି, ପୃଥିବୀର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କରୁଥିବା ସେହି ମହାନ ନଗରୀ।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେଉଁ ସ୍ତ୍ରୀକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା, ସେହି ମହାନଗରୀକୁ ବୁଝାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತಿಯಾ ಬಗಟಲ್ಲಿ ತಿ ಬಾಯ್ಕೊಮನುಸ್ ಮಟ್ಲ್ಯಾರ್ ಜಗಾತ್ಲ್ಯಾ ಸಗ್ಳ್ಯಾ ರಾಜಾಂಚ್ಯಾ ವರ್ತಿ ರಾಜ್ ಚಾಲ್ವುತಲೆ ಮೊಟೆ ಶಾರ್”.