Revelation 17:2 — Compare Translations

7 translations compared side by side

Odia - 1840
"ପୃଥିବୀର ରାଜାମାନେ ତା'ସହିତ ୟୌନପାପ (ବ୍ଯଭିଚାର) କରିଛନ୍ତି। ପୃଥିବୀର ଲୋକମାନେ ତା'ର ବ୍ଯଭିଚାର ରୂପ ସୁରା ରେ ମାତାଲ୍ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାର-ରୂପ ମଦିରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ତ ତୁମ୍ଭକୁ ଦେଖାଇବି, ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୃଥିବୀର ରାଜାଗଣ ସେହି ବେଶ୍ୟା ସହିତ ବ୍ୟଭିଚାର କରିଛନ୍ତି ଏବଂ ପୃଥିବୀର ଜନସାଧାରଣ ତାହାର ବ୍ୟଭିଚାରରୂପ ସୁରାପାନ କରି ମତୁଆଳ ହୋଇଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀର ରାଜାମାନେ ତା’ସହିତ ଯୌନପାପ (ବ୍ୟଭିଗ୍ଭର) କରିଛନ୍ତି। ପୃଥିବୀର ଲୋକମାନେ ତା’ର ବ୍ୟଭିଗ୍ଭର ରୂପ ସୁରାରେ ମାତାଲ୍ ହୋଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି।
Odia IRV 2017 (ଓଡିଆ ବାଇବେଲ)
ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಗಾಚ್ಯಾ ಸಗ್ಳ್ಯಾ ರಾಜಾನಿ ತಿಚೆಕ್ನಾ ಆಂಗಾಚೊ ಸಮ್ಮಂದ್ ಕರ್‍ಲ್ಯಾನಾತ್, ಅನಿ ಜಗಾತ್ಲಿ ಲೊಕಾ ತಿಚ್ಯಾ ಬುರ್ಶ್ಯಾಪಾನಾಚ್ಯಾ ಆಯ್ದಾನಾತ್ಲೆ ವಾಯ್ನ್ ಫಿವ್ನ್ ಫಿದೊಡೆ ಹೊವ್ನ್ ಗೆಲ್ಯಾತ್.” ಮಟ್ಲ್ಯಾನ್.