Revelation 17:3 — Compare Translations
7 translations compared side by side
Odia - 1840
"ତା'ପରେ ଦୂତ ମାେତେ ଆତ୍ମା ଦ୍ବାରା ମରୁଭୂମିକୁ ବହି ନଇଗେଲେ। ସଠାେରେ ମୁଁ ଗୋଟିଏ ନାରୀକୁ ଲାଲ ରଙ୍ଗର ପଶୁ ଉପରେ ବସିଥିବାର ଦେଖିଲି। ସେ ପଶୁର ସର୍ବାଙ୍ଗ ଶରୀର ଉପରେ ଈଶ୍ବରଙ୍କ ନିନ୍ଦା କରୁଥିବା ନାମସବୁ ଲଖାେ ଯାଇଥିଲା। ସହେି ପଶୁର ସାତାଟେି ମସ୍ତକ ଓ ଦଶଟି ଶିଙ୍ଗ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ମୋତେ ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି, ସେହି ପଶୁର ସର୍ବାଙ୍ଗ ଈଶ୍ଵରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ପବିତ୍ରାତ୍ମା ମୋ’ଠାରେ ଅଧିଷ୍ଠାନ କଲେ ଓ ସେହି ଦୂତ ମୋତେ ଗୋଟିଏ ମରୁଭୂମିକୁ ନେଇଗଲେ। ସେଠାରେ ମୁଁ ଦେଖିଲି, ଜଣେ ସ୍ତ୍ରୀ ଲୋକ ଗୋଟିଏ ଲାଲ ରଙ୍ଗର ପଶୁ ଉପରେ ବସିଛି। ପଶୁଟିର ସର୍ବାଙ୍ଗ ଶରୀରରେ ଈଶ୍ୱରନିନ୍ଦାସୂଚକ ନାମଟିଏ ଲେଖାଯାଇଛି ଓ ତା’ର ସାତଟି ମସ୍ତକ ଓ ଦଶଟି ଶୃଙ୍ଗ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦୂତ ମୋତେ ଆତ୍ମା ଦ୍ୱାରା ମରୁଭୂମିକୁ ବହି ନେଇଗଲେ। ସେଠାରେ ମୁଁ ଗୋଟିଏ ନାରୀକୁ ଲାଲ ରଙ୍ଗର ପଶୁ ଉପରେ ବସିଥିବାର ଦେଖିଲି। ସେ ପଶୁର ସର୍ବାଙ୍ଗ ଶରୀର ଉପରେ ଈଶ୍ୱରଙ୍କ ନିନ୍ଦା କରୁଥିବା ନାମସବୁ ଲେଖା ଯାଇଥିଲା। ସେହି ପଶୁର ସାତୋଟି ମସ୍ତକ ଓ ଦଶଟି ଶିଙ୍ଗ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ମୋତେ ପବିତ୍ର ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି; ସେହି ପଶୁର ସର୍ବାଙ୍ଗ ଈଶ୍ବରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ମୋତେ ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି; ସେହି ପଶୁର ସର୍ବାଙ୍ଗ ଈଶ୍ୱରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶିଙ୍ଗ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಆತ್ಮ್ಯಾನುಚ್ ಮಾಕಾ ಚಾಲ್ವುನ್ ನ್ಹೆಲ್ಯಾನ್ ಅನಿ ದೆವಾಚ್ಯಾ ದುತಾನ್ ಮಾಕಾ ಡಂಗ್ಳಿತ್ ಉಕ್ಲುನ್ ನ್ಹೆಲ್ಯಾನ್, ಥೈ ಎಕ್ ತಾಂಬ್ಡ್ಯಾ ಭಯಾನಕ್ ಜನಾವಾರಾಚ್ಯಾ ವರ್ತಿ ಬಸಲ್ಲಿ ಬಾಯ್ಕೊಮನುಸ್ ಹೊತ್ತಿ, ತ್ಯಾ ಭಯಾನಕ್ ಜನಾವಾರಾಚ್ಯಾ ವರ್ತಿ ದೆವಾಕ್ ಅವ್ಮಾನ್ ಕರ್ತಲಿ ನಾವಾ ಲಿವಲ್ಲಿ ಹೊತ್ತಿ; ತ್ಯಾ ಭಯಾನಕ್ ಜನಾವಾರಾಚಿ ಸಾತ್ ಟಕ್ಲಿ ಅನಿ ಧಾ ಶಿಂಗಾ ಹೊತ್ತಿ.