Revelation 17:4 — Compare Translations

7 translations compared side by side

Odia - 1840
"ସହେି ସ୍ତ୍ରୀ ଲୋକଟି ବାଇଗଣି ଓ ଲାଲ ରଙ୍ଗର ବସ୍ତ୍ର ପିନ୍ଧିଥିଲା। ସେ ପିନ୍ଧିଥିବା ସୁନା, ଅଳଙ୍କାର ଓ ମଣିମୁକ୍ତା ୟୋଗୁ ଝଲକୁଥିଲା। ତା' ହାତ ରେ ଗୋଟିଏ ସୁବର୍ଣ୍ଣ ପାତ୍ର ଥିଲା। ସହେି ପାତ୍ରଟି ଘୃଣ୍ଯ ବିଷୟଗୁଡ଼ିକରେ ଓ ତା'ର ନିଜର ୟୌନଗତପାପର ଆବର୍ଜନା ରେ ପୂର୍ଣ୍ଣ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାର ରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ତ୍ରୀ ଲୋକଟି ବାଇଗଣିଆ ଓ ଗାଢ଼ ଲାଲ ବର୍ଣ୍ଣର ବସ୍ତ୍ର ପିନ୍ଧିଥିଲା ଓ ସ୍ୱର୍ଣ୍ଣଅଳଙ୍କାର, ବହୁମୂଲ୍ୟ ମଣିମାଣିକ୍ୟ ଓ ମୁକ୍ତାରେ ଭୂଷିତ ହୋଇଥିଲା। ତାହାର ଭ୍ରାଷ୍ଟାଚାରର ଫଳ ସ୍ୱରୂପ ଅଶ୍ଲୀଳ ଓ ଅଶୁଚି ବିଷୟପୂର୍ଣ୍ଣ ଗୋଟିଏ ସୁବର୍ଣ୍ଣ ପାତ୍ର ସେ ଧରିଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀଲୋକଟି ବାଇଗଣି ଓ ଲାଲ ରଙ୍ଗର ବସ୍ତ୍ର ପିନ୍ଧିଥିଲା। ସେ ପିନ୍ଧିଥିବା ସୁନା, ଅଳଙ୍କାର ଓ ମଣିମୁକ୍ତା ଯୋଗୁଁ ଝଲକୁଥିଲା। ତା’ ହାତରେ ଗୋଟିଏ ସୁବର୍ଣ୍ଣ ପାତ୍ର ଥିଲା। ସେହି ପାତ୍ରଟି ଘୃଣ୍ୟ ବିଷୟ ଗୁଡ଼ିକରେ ଓ ତା’ର ନିଜର ଯୌନଗତ ପାପର ଆବର୍ଜନାରେ ପୂର୍ଣ୍ଣ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;
Odia IRV 2017 (ଓଡିଆ ବାଇବେଲ)
ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಬಾಯ್ಕೊಮಸ್ಸಿನ್ ಜಾಂಬ್ಳೆ ಕಪ್ಡೆ ನೆಸಲ್ಲಿನ್ ಅನಿ ಸೊನಾಚ್ಯಾ ಅನಿ ಲೈ ಕಿಮ್ತಿಚ್ಯಾ ಫೊಡ್ಯಾನಿ ಅನಿ ಮೊತಿಯಾನಿ ಶಿಂಗಾರ್ ಕರುನ್ ಘೆಟಲ್ಲಿನ್. ತೆನಿ ಅಪ್ನಾಚ್ಯಾ ಹಾತಾತ್ನಿ ಪೊಜ್ಡ್ಯಾನಿ ಅನಿ ವ್ಯೆಬಿಚಾರಾಚ್ಯಾ ಕಾಮಾಚ್ಯಾ ಬುರ್ಶ್ಯಾ ಸಾಮಾನಾನಿ ಭರಲ್ಲೆ ಸೊನಾಚೆ ಆಯ್ದಾನ್ ಧರಲ್ಲಿನ್‍.