Revelation 17:5 — Compare Translations
7 translations compared side by side
Odia - 1840
"ତା'ର କପାଳ ରେ ଏକ ଗୁପ୍ତ ଅର୍ଥ ଥିବା ଉପାଧି ଲଖାେ ହେଲା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ଜନନୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାର କପାଳରେ ଗୋଟିଏ ରହସ୍ୟପୂର୍ଣ୍ଣ ନାମ ଲେଖା ହୋଇଥିଲା: “ମହାନ୍ ବାବିଲନ୍, ପୃଥିବୀର ସମସ୍ତ ବେଶ୍ୟା ଓ ଭ୍ରଷ୍ଟାଚାରୀମାନଙ୍କର ଜନନୀ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ର କପାଳରେ ଏକ ଗୁପ୍ତ ଅର୍ଥ ଥିବା ଉପାଧି ଲେଖା ହେଲା: ମହାନ୍ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସବୁ ଘୃଣ୍ୟ ବିଷୟସକଳର ମାତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ମାତା।
Odia IRV 2017 (ଓଡିଆ ବାଇବେଲ)
ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ୍, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ମାତା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಚ್ಯಾ ಕಪಾಳಾ ವರ್ತಿ ನಾವ್ ಲಿವಲ್ಲೆ ಹೊತ್ತೆ ತೆಚೊ ಘುಟಾಚೊ ಅರ್ಥ್ ಕಾಯ್ ಮಟ್ಲ್ಯಾರ್; “ಮೊಟ್ಯಾ ಬಾಬಿಲೊನ್ ಜಗಾತ್ಲ್ಯಾ ಸಗ್ಳ್ಯಾ ವ್ಯೆಭಿಚಾರ್ ಕರ್ತಲ್ಯಾಂಚ್ಯಾ ಅನಿ ವಾಯ್ಟ್ ಕರ್ತಲ್ಯಾಂಚ್ಯಾ ಬಾಯ್”.