Revelation 17:6 — Compare Translations
7 translations compared side by side
Odia - 1840
"ମୁଁ ସହେି ସ୍ତ୍ରୀ ଲୋକକୁ ପରମେଶ୍ବରଙ୍କର ପବିତ୍ର ଲୋକଙ୍କର ରକ୍ତ ଓ ଯୀଶୁଙ୍କ ବିଷୟ ରେ ସମାନଙ୍କେର ସାକ୍ଷ୍ଯ ଦଇେଥିବା ଲୋକମାନଙ୍କର ରକ୍ତ ପିଇଥିବାର ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହୋଇଥିବାର ଦେଖିଲି । ତାହାକୁ ଦେଖି ମୁଁ ଅତ୍ୟ; ଆଶ୍ଚର୍ଯ୍ୟାନ୍ଵିତ ହେଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଆହୁରି ଦେଖିଲି, ସେହି ସ୍ତ୍ରୀ ଲୋକଟି ସାଧୁମାନଙ୍କର ଓ ଯୀଶୁଙ୍କ ପ୍ରତି ବିଶ୍ୱସ୍ତ ରହି ନିହତ ହୋଇଥିବା ଲୋକମାନଙ୍କର ରକ୍ତପାନ କରି ମତୁଆଲା ହୋଇଥିଲା। ତାକୁ ଦେଖି ମୁଁ ବିସ୍ମୟରେ ହତବୁଦ୍ଧି ହୋଇଗଲି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେହି ସ୍ତ୍ରୀଲୋକକୁ ପରମେଶ୍ୱରଙ୍କର ପବିତ୍ର ଲୋକଙ୍କର ରକ୍ତ ଓ ଯୀଶୁଙ୍କ ବିଷୟରେ ସେମାନଙ୍କର ସାକ୍ଷ୍ୟ ଦେଇଥିବା ଲୋକମାନଙ୍କର ରକ୍ତ ପିଇଥିବାର ଦେଖିଲି। ମୁଁ ସେହି ସ୍ତ୍ରୀଲୋକକୁ ଦେଖି ବହୁତ ଆଶ୍ଚର୍ଯ୍ୟ ହୋଇଗଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସେହି ସ୍ତ୍ରୀଲୋକକୁ ସାଧୂମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି । ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି |
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತಿ ಬಾಯ್ಕೊಮನುಸ್ ದೆವಾಚ್ಯಾ ಲೊಕಾಂಚೆ ಅನಿ ಜೆಜುಸಾಟ್ನಿ ಮನುನ್ ಅಪ್ನಾಚೊ ಜಿವ್ ದಿವ್ನ್ ಮರಲ್ಲ್ಯಾ ಲೊಕಾಂಚೆ ರಗಾತ್ ಫಿವ್ನ್ ನಿಶೆತ್ ಹೊತ್ತೆ ಮಿಯಾ ಬಗಟ್ಲೊ. ತಿಕಾ ಬಗಟಲ್ಲ್ಯಾ ತನ್ನಾ ಮಾಕಾ ತರ್ ಲೈ ಅಜಾಪ್ ದಿಸ್ಲೆ.