Revelation 18:1 — Compare Translations
7 translations compared side by side
Odia - 1840
"ତା'ପରେ ମୁଁ ସ୍ବର୍ଗରୁ ଆଉ ଜଣେ ଦୂତଙ୍କୁ ଓହ୍ଲାଇବାର ଦେଖିଲି। ସହେି ଦୂତଙ୍କର ବହୁତ କ୍ଷମତା ଥିଲା। ତାହାଙ୍କର ମହିମା ପୃଥିବୀ ରେ ପ୍ରକାଶିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହା କ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା, ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବା ଦେଖିଲି। ସେ ମହାକ୍ଷମତାପନ୍ନ ଥିଲେ ଓ ତାଙ୍କର କାନ୍ତି ସମଗ୍ର ପୃଥିବୀକୁ ଉଜ୍ଜ୍ୱଳ କରୁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲର ଧ୍ୱଂସ ତା’ପରେ ମୁଁ ସ୍ୱର୍ଗରୁ ଆଉ ଜଣେ ଦୂତଙ୍କୁ ଓହ୍ଲାଇବାର ଦେଖିଲି। ସେହି ଦୂତଙ୍କର ବହୁତ କ୍ଷମତା ଥିଲା। ତାହାଙ୍କର ମହିମା ପୃଥିବୀରେ ପ୍ରକାଶିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಮಾನಾ ಸರ್ಗಾ ವೈನಾ ಉತ್ರುನ್ ಯೆತಲ್ಯಾ ಎಕ್ ದೆವ್ದುತಾಕ್ ಮಿಯಾ ಬಗಟ್ಲೊ ಹ್ಯಾ ದೆವ್ದುತಾಕ್ ಮೊಟೊ ಅದಿಕಾರ್ ಹೊತ್ತೊ, ಅನಿ ಹ್ಯಾ ದೆವ್ದುತಾಚೊ ಮಹಿಮಾಚೊ ಪ್ರಭಾವ್ ಜಗಾ ವೈರ್ ಪುರಾ ಪಗಳಲ್ಲೊ.