Revelation 18:10 — Compare Translations

7 translations compared side by side

Odia - 1840
"ସହେି ରାଜାମାନେ ଯେତବେେଳେ ତାହାର ୟନ୍ତ୍ରଣା ଦେଖିବେ, ସେତବେେଳେ ସମାନେେ ଭୟ କରିବେ ଏବଂ ତା'ଠାରୁ ବହୁତ ଦୂର ରେ ରହିବେ। ସମାନେେ କହିବେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କହିବେ, ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ, ତୁ ସନ୍ତାପର ପାତ୍ରୀ । କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ତ ଉପସ୍ଥିତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ର ଦୁଃଖକଷ୍ଟରେ ଅଂଶୀ ହେବାକୁ ଭୟ କରି ସେମାନେ ତା’ଠାରୁ ବହୁ ଦୂରରେ ଠିଆହୋଇ ରହିବେ ଏବଂ ହାୟ, ହାୟ କରି କହିବେ: “କି ଭୟଙ୍କର! କି ନିଦାରୁଣ! ତୁ କଅଣ ସେହି ପରାକ୍ରାନ୍ତ ମହାନଗରୀ ବାବିଲନ୍! ମାତ୍ର ଗୋଟିଏ ଘଣ୍ଟା ଭିତରେ ଏହିପରି ଶାସ୍ତି ପାଇଗଲୁ!”
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାଜାମାନେ ଯେତେବେଳେ ତାହାର ଯନ୍ତ୍ରଣା ଦେଖିବେ, ସେତେବେଳେ ସେମାନେ ଭୟ କରିବେ ଏବଂ ତା’ଠାରୁ ବହୁତ ଦୂରରେ ରହିବେ। ସେମାନେ କହିବେ: “ହେ ମହାନଗରୀ, ହେ ଶକ୍ତିଶାଳୀ ନଗରୀ ବାବିଲ! ଏହା ଭୟାନକ! ଏହା ଭୟାନକ! ଘଣ୍ଟାକ ମଧ୍ୟରେ ତୁମ୍ଭ ପାଇଁ ଦଣ୍ଡ ଆସିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ, “ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ, ତୁ ସନ୍ତାପର ପାତ୍ରୀ। କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ଡ ଉପସ୍ଥିତ ହେଲା।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ, ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ୍, ତୁ ସନ୍ତାପର ପାତ୍ରୀ । କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ଡ ଉପସ୍ଥିତ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಧುರುಚ್ ಇಬೆ ರ್‍ಹಾತ್ಯಾತ್, ಕಶ್ಯಾಕ್ ಮಟ್ಲ್ಯಾರ್ ತಿಚ್ಯಾ ಕಸ್ಟಾತ್ ಭಾಗ್ ಘೆವ್ಕ್ ತೆನಿ ಭಿಂಯಾಲೆ, ತೆನಿ, ಬಾಬಿಲೊನಾ ಮೊಟ್ಯಾ ಅನಿ ಘಟ್ಮುಟ್ ಶಾರಾ! ಕಾಯ್ ಹಿ ತುಜಿ ಗತ್! ಹೆ ಕಸ್ಲೆ ವಾಯ್ಟ್! ಖಾಲಿ ಎಕುಚ್ ಎಕ್ ತಾಸಾತ್ ಮಟ್ಲ್ಯಾರ್ ತುಕಾ ಶಿಕ್ಷಾ ದಿವ್ನ್ ಹೊಲಾ!” ಮನ್ತ್ಯಾತ್.